ଶାର୍କ ଆକ୍ରମଣ ପରେ ବନ୍ଦ ହେଲା ସିଡ୍‌ନୀ ବିଚ୍‌

ସିଡ୍‌ନୀ,୧୭।୨: ସିଡ୍‌ନୀର ସମୁଦ୍ର କୂଳରେ ଶାର୍କ ଆକ୍ରମଣରେ ବୁଧବାର ଅପରାହ୍ନରେ ଜଣେ ସନ୍ତରଣକାରୀ ପ୍ରାଣ ହରାଇଛନ୍ତି। ଗତ ୬୦ ବର୍ଷ ମଧ୍ୟରେ ଶାର୍କ ଆକ୍ରମଣର ଏହା ପ୍ରଥମ ଘଟଣା। ଏଥିଯୋଗୁ ସିଡ୍‌ନୀ ସହରର ଆଇକନିକ ବୋଣ୍ଡି ଓ ବ୍ରୋଣ୍ଟେ ସମେତ ଅନେକ ସମୂଦ୍ର କୂଳକୁ ବନ୍ଦ କରି ଦିଆଯାଇଛି।

ଶାର୍କ ସେହି ଅଞ୍ଚଳରେ ଅଛି କି ନାହିଁ, ଜାଣିବା ପାଇଁ ଘଟଣା ସ୍ଥଳରେ ଡ୍ରମ ଲାଇନ ବିଛା ଯାଇଛି। ଏଥିସହ ଡ୍ରୋନ ଧ୍ୟ ମୁତୟନ କରାଯାଇଛି।

ଅନଲାଇନ୍‌ରେ ଶେୟାର କରାଯାଇଥିବା ଭିଡିଓରେ ଏକ ଶାର୍କ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରୁଥିବା ଦେଖିବାକୁ ମିଳୁଛି। ଦକ୍ଷିଣ ଅଷ୍ଟ୍ରେଲିଆର ସବୁଠୁ ବଡ଼ ସହରଠାରୁ ୨୦ କିମି ଦୂର ଲିଟଲ ବେ ବିଚ୍‌ରେ ବୁଧବାର ଅପରାହ୍ନରେ ଘଟିଥିଲା। ତେବେ ପୋଲିସ ପକ୍ଷରୁ ମୃତକଙ୍କ ପରିଚୟ ପ୍ରକାଶ କରାଯାଇ ନାହିଁ।

ଏହା ଆମ ପୂରା ସମ୍ପ୍ରଦାୟ ପାଇଁ ବଡ଼ ଧକ୍କା ସଦୃଶ। ଆମର ଉପପୂଳ ଆମ ପାଇଁ ଘର ପଛ ବଗିଚା ଭଳି। ଏଭଳି ଭୟଙ୍କର ପରିସ୍ଥିତିରେ ଏକ ଦୁଃଖଦ ମୃତ୍ୟୁ ଘଟିଥିବା ସମ୍ପୂର୍ଣ୍ଣ ଆଶ୍ଚର୍ଯ୍ୟଜନକ ବୋଲି ରାଣ୍ଡଓ୍ବିକ କାଉନ୍ସିଲ ମେୟର ଡିଲାନ ପାରକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri