Posted inଖେଳ

ସୟଦ ମୁସ୍ତାକ ଅଲି ଟ୍ରଫି: ଶୁଭ୍ରାଂଶୁଙ୍କୁ ଓଡ଼ିଶାର ନେତୃତ୍ୱ

ଭୁବନେଶ୍ୱର,୨୫।୧୨: ୨୦୨୦-୨୧ ସେସନରେ ଆୟୋଜନ ହେବାକୁଥିବା ସୟଦ ମୁସ୍ତାକ ଅଲି ଟି୨୦ ଘରୋଇ ଟୁର୍ନାମେଣ୍ଟ ପାଇଁ ଗୁରୁବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ଆସନ୍ତା ୧୦ ତାରିଖରୁ କୋଲକାତାରେ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ଶୁଭ୍ରାଂଶୁ ସେନାପତିଙ୍କୁ ଦଳରେ ନେତୃତ୍ୱ ପ୍ରଦାନ କରାଯାଇଛି।
ଓଡ଼ିଶା ଦଳ: ଶୁଭ୍ରାଂଶୁ ସେନାପତି (ଅଧିନାୟକ), ବିପ୍ଳବ ସାମନ୍ତରାୟ, ଗୋବିନ୍ଦ ପୋଦ୍ଦାର, ପ୍ରତୀକ ଦାସ, ଶାନ୍ତନୁ ମିଶ୍ର, ଅଙ୍କିତ ଯାଦବ, ଆଦିତ୍ୟ ରାଉତ, ଗୌରବ ଚୌଧୁରୀ, ସୁକେଶ ହୀରା, ଓ୍ବାଲ୍ଟର ଟପୋ, ରାଜେଶ ଧୂପର (ଉଇକେଟକିପର), ପ୍ରବୀଣ ଲୋହା (ଉଇକେଟକିପର), ସୂର୍ଯ୍ୟକାନ୍ତ ପ୍ରଧାନ, ସର୍ବେଶ୍ୱର ମହାନ୍ତି, ତାରିଣି ଶ, ପପୁ ରାୟ, ଅଙ୍କିତକର ଜୟସ୍ବାଲ, ରାଜେଶ ମହାନ୍ତି, ସୁନୀଲ କୁମାର ରାଉଳ ଓ ଆଶିଷ ରାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇଡବ୍ଲ୍ୟୁଏଲ୍‌ ଟ୍ରଫି ଜିତିଲା ସେଥୁ ଏଫ୍‌ସି

ଲୁଧିଆନା, ୨୨।୫(ପି.ଟି.): ହିରୋ ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ସେଥୁ ଏଫ୍‌ସି ଚାମ୍ପିୟନ ହୋଇଛି। ସ୍ଥାନୀୟ ଗୁରୁ ନାନକ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଫାଇନାଲ...

ଭାରତୀୟ ଦଳକୁ ବଡ଼ ଝଟ୍‌କା

ଭାରତୀୟ ଦଳକୁ ବଡ଼ ଝଟକା ବର୍ମିଂହାମ,୧ା୭(ପିଟି)- ଚଳିତ ବିଶ୍ୱକପ୍‌ରେ ପ୍ରଥମ ପରାଜୟବରଣ କରିଥିବା ଭାରତୀୟ ଦଳକୁ ସୋମବାର ବଡ଼ ଝଟକା ଲାଗିଛି। ଆହତ ସମସ୍ୟା ଯୋଗୁ...

ଓଡ଼ିଶାରେ ଆଇଏସ୍‌ଏଲ୍‌ ଉତ୍ସାହ

ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ପ୍ରଥମଥର ପାଇଁ ଓଡ଼ିଶାର ନିଜ ଦଳ ଅଂଶଗ୍ରହଣ କରିବ। ପୂର୍ବରୁ ଦିଲ୍ଲୀ ଡାଇନାମସ ଏଫ୍‌ସି ଥିବା ଦଳ ଏବେ...

ଅଲିମ୍ପିକ୍ସ ପୁରୁଷ ହକି: ଅନ୍ତିମ ପୁଲ୍‌ ମ୍ୟାଚରେ ଜାପାନକୁ ହରାଇଲା ଭାରତ

ଟୋକିଓ,୩୧।୭: ଅଲିମ୍ପିକ୍ସ ପୁରୁଷ ହକି ଇଭେଣ୍ଟରେ ଭାରତ ପୁଲ୍‌-ଏ’ରେ ତା’ର ଅନ୍ତିମ ମ୍ୟାଚ୍‌ରେ ଜାପାନକୁ ୫-୩ ଗୋଲରେ ପରାସ୍ତ କରିଛି। ପୂର୍ବରୁ କ୍ୱାର୍ଟର ଫାଇନାଲରେ ପହଞ୍ଚି...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ବିଜୟ ସହ ମେକ୍ସିକୋ ୭ମ

ଭୁବନେଶ୍ୱର, ୧୩।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଶେଷ କରିଛି ମେକ୍ସିକୋ। ଯୁବ ମେକ୍ସିକୋ...

ଧୋନୀଙ୍କ ଭବିଷ୍ୟବାଣୀ ହେଲା ସତ

ନୂଆଦିଲ୍ଲୀ,୨୮।୧୦: ଟି -୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ପରାଜୟ ପରେ ଟିମ ଇଣ୍ଡିଆର ପ୍ରଶଂସକମାନେ ଅତ୍ୟନ୍ତ ନିରାଶ ହୋଇଛନ୍ତି। ଏହି ସମୟରେ ଟିମ ଇଣ୍ଡିଆର ପୂର୍ବତନ...

ଧୋନୀଙ୍କୁ ପୁଣି ସମାଲୋଚନା କଲେ ଯୁବିଙ୍କ ବାପା

ନୂଆଦିଲ୍ଲୀ,୧୦।୭- ପ୍ରାକ୍ତନ ଅଲ୍‌ରାଉଣ୍ଡର ଯୁବରାଜ ସିଂ (ଯୁବି)ଙ୍କ ବାପା ତଥା ପୂର୍ବତନ ପେସର ଯୋଗରାଜ ପୁଣିଥରେ ମହେନ୍ଦ୍ର ସିଂ ଧୋନୀଙ୍କୁ ସମାଲୋଚନା କରିଛନ୍ତି। ଏଥର ଅମ୍ବାତି...

ପ୍ରଥମ ଭାରତୀୟ ଭାବେ ଏହି ସଫଳତା ପାଇଲେ କୋହଲି

ନୂଆଦିଲ୍ଲୀ, ୨୭।୭: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଏକ ବଡ଼ ଉପଲବ୍ଧି ହାସଲ କରିଛନ୍ତି। ବର୍ତ୍ତମାନ ବିଶ୍ୱ କ୍ରିକେଟ୍‌ରେ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ...

Advertisement


Archives

Model This Week