ସୟଦ ୟାସିର ନୱାଜ ଓଡିଶା ଛାତ୍ର କଂଗ୍ରେସର ନୂଆ ସଭାପତି ନିଯୁକ୍ତ

ଭୁବନେଶ୍ୱର,୬।୧୨-ଓଡ଼ିଶା ଛାତ୍ର କଂଗ୍ରେସର ନୂତନ ସଭାପତି ବାଛିଛି ଏଆଇସିସି। ନ୍ୟାସନାଲ ଷ୍ଟୁଡେଣ୍ଟ ୟୁନିଅନ୍‌ ଅଫ ଇଣ୍ଡିଆ(ଏନ୍‌ଏସ୍‌ୟୁଆଇ) ଓଡ଼ିଶା ଶାଖାର ନୂଆ ସଭାପତି ଭାବେ ସୟଦ ୟାସିର ନୱାଜଙ୍କୁ ନିଯୁକ୍ତି ଦିଆଯାଇଛି। ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି) ସଭାପତିଙ୍କ ଅନୁମୋଦନକ୍ରମେ ନୱାଜଙ୍କ ନାମରେ ମୋହର ବାଜିଛି। ଏଆଇସିସି ପକ୍ଷରୁ ଓଡ଼ିଶା ସହ ମୁମ୍ବାଇ ଛାତ୍ର କଂଗ୍ରେସର ସଭାପତି ନିଯୁକ୍ତ କରାଯାଇଛି। ପ୍ରଦ୍ୟୁମ୍ନ ଯାଦବ ମୁମ୍ବାଇ ଛାତ୍ର କଂଗ୍ରେସର ସଭାପତି ଭାବେ ନିଯୁକ୍ତ ହୋଇଥିବା ଏଆଇସିସି ରବିବାର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧ରୁ ଯୁକ୍ତ ୨ ଅଫ୍‌ଲାଇନ ପରୀକ୍ଷା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଅକ୍ଟୋବର ୧ରୁ ଯୁକ୍ତ ୨ ଅଫଲାଇନ ପରୀକ୍ଷା ଆରମ୍ଭ ହେବ। ବିକଳ୍ପ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇପାରିବେ। ଏହି ପରୀକ୍ଷା ଅକ୍ଟୋବର...

ପିସିସି ସଭାପତି ପଦରେ ରହିବାକୁ ଚାହୁଁନାହିଁ, ମୋତେ ମୁକ୍ତି ଦେଇ ପଦବୀ କିଏ ନେବ କୁହନ୍ତୁ: ନିରଞ୍ଜନ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ହଟାଇବା ଲାଗି କଂଗ୍ରେସ ନେତାଙ୍କ ମେଳି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ ପଟ୍ଟନାୟକ। ସେ କହିଛନ୍ତି, ଯେଉଁମାନେ ପିସିସି...

ଘରୋଇ ହସ୍ପିଟାଲରେ ହେବ ସି-ସେକ୍ସନ ଅଡିଟ୍‌

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ସିଜରିିଆନ ପ୍ରସବ (ଡେଲିଭରି) ଚିନ୍ତାଜନକ ସ୍ଥିତିକୁ ଗଲାଣି। ସ୍ବାଭାବିକ ପ୍ରସବଠାରୁ ସିଜରିଆନ ଡେଲିଭରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ...

ଆଜି ମହାପ୍ରଭୁଙ୍କୁ ଲାଗି ହେବ ନୀଳାଚଳ ଅବଢ଼ା

ପୁରୀ,୨।୭(ଅଜିତ୍‌ ମହାନ୍ତି)ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ଗୋଟି ପହଣ୍ଡିରେ ବିଜେ କରିଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ଶ୍ରୀମନ୍ଦିର...

୨ଦିନ ହେଲା ଖାଇବା ଛାଡିଦେଇଛି ଦନ୍ତା

ସମ୍ବଲପୁର,୨୧ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜ୍‌ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ୫ ଦିନ ହେଲା ଏକ ଆହତ ଦନ୍ତା ମୃତ୍ୟୁ ସହ ସଂଗ୍ରାମ କରୁଛି।...

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ...

ଶୁଦ୍ଧପୂତ ଜୀବନଚର୍ଯ୍ୟା କାର୍ତ୍ତିକ ବ୍ରତର ପ୍ରେରଣା

ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): ପବିତ୍ର କାର୍ତ୍ତିକ ବ୍ରତ ତଥା ମାସର ମାହାମତ୍‌ୟ ଅବର୍ଣ୍ଣନୀୟ । ହିନ୍ଦୁ ଶାସ୍ତ୍ରରେ ଏହାର ଯଥେଷ୍ଟ ପ୍ରମାଣ ରହିଛି । ବର୍ଷକର ପୁଣ୍ୟ ଏହି...

ଯୁବ ବିଜେଡିର ସାଙ୍ଗଠନିକ ପୁନର୍ଗଠନ

ଭୁବନେଶ୍ବର, ୨୦ା୮(ବ୍ୟୁରୋ): ବିଜୁ ଯୁବ ଜନତା ଦଳ ପକ୍ଷରୁ ରାଜ୍ୟସ୍ତରୀୟ ବିଭିନ୍ନ ପଦ ପଦବୀରେ ବହୁ ନେତାଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ତଥା...

Advertisement
Archives

Model This Week