୩୦% କମିଲା ସିଲାବସ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): କରୋନା ପାଇଁ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କମିଲା ସିଲାବସ୍‌। ୩୦% ସିଲାବସ୍‌ ହ୍ରାସ ହୋଇଥିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ସୂଚନା ଦେଇଛନ୍ତି। ତେବେ ୩ଟି କମିଟିର ସୁପାରିଶ ଆଧାରରେ ସିଲାବସ୍‌କୁ କମ୍‌ କରାଯାଇଛି। ନୂଆ ସିଲାବସ୍‌ ବୋର୍ଡ, ସିବିଏସ୍‌ଇ, ଏସ୍‌ସିଇଆର୍‌ଟି ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri