Posted inଖେଳ

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର ଆସିଥିଲା। ସେଥିରୁ ଗୋଟିଏ ଥିଲା ଦଳର ଷ୍ଟାର ବୋଲର୍‌ ଦୀପକ ଚାହର ନିଜର ପ୍ରଥମ ଓଭରରେ ଆହତ ହୋଇ ମଇଦାନ ବାହାରକୁ ଯିବା। ଏହାଛଡ଼ା ତୁଷାର ଦେଶପାଣ୍ଡେ ମଧ୍ୟ ଅସୁସ୍ଥ ଥିବା ଯୋଗୁ ବାଦ୍‌ ପଡ଼ିଥିଲେ।

Deepak Chahar Injury Update

ମ୍ୟାଚ୍‌ ପରେ ଚେନ୍ନାଇ ମୁଖ୍ୟ କୋଚ୍‌ ଷ୍ଟିଫେନ୍‌ ଫ୍ଲେମିଂ ଚାହରଙ୍କ ଆଘାତକୁ ନେଇ ଅପ୍‌ଡେଟ୍‌ ଦେଇଛନ୍ତି। ସେ କହିଛନ୍ତି ଯେ ସ୍ଥିତି ଠିକ୍‌ ହେବା ଭଳି ଲାଗୁ ନାହିଁ। ଏଣୁ କ୍ୟାରିୟରରେ ଅନେକ ଥର ଆହତ ହୋଇଥିବା ଚାହର ପୁଣିଥରେ ଆହତ ହେବା ଯୋଗୁ ଅଡ଼ୁଆରେ ଫସୁଥିବା ନଜର ଆସୁଛି। ତାଙ୍କର ଫିଟ୍‌ନେସ ଯୋଗୁ ଚୟନକର୍ତ୍ତା ତାଙ୍କୁ ଟି୨୦ ବିଶ୍ୱକପ୍‌ ଲାଗି ଚୟନ କରି ନ ଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ…

ବଡ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା  ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା

କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬:  କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ…

ରଜ ଖେଳ ବିବାଦରୁ ରକ୍ତାକ୍ତ ସଂଘର୍ଷ

ରାଉରକେଲା,୧୭।୬ (ସଙ୍ଗୀତା ଜେନା): ରଜ ପର୍ବ ଆନନ୍ଦ ଉଲ୍ଲାସରେ ଚାଲିଥିବାବେଳେ ଇସ୍ପାତ ସହର ରାଉରକେଲାରେ ରକ୍ତାକ୍ତ ସଂଘର୍ଷ ହୋଇଛି। ରଜ ଖେଳ ଆୟୋଜନକୁ କେନ୍ଦ୍ର କରି ସୃଷ୍ଟି…

ଭାରତକୁ ବଡ଼ ଝଟକା ଦେଲା ଆମେରିକା: ମୋଦି-ଟ୍ରମ୍ପ ସାକ୍ଷାତ ପୂର୍ବରୁ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହେବାକୁ ଥିବା ବୈଠକ ପୂର୍ବରୁ ଆମେରିକା…

ବଦଳି ପାଇଁ ଉପବାଚସ୍ପତିଙ୍କ ନାମରେ ଜାଲ୍‌ ଦସ୍ତଖତ, ଦୁଇ ସହକାରୀ ଯନ୍ତ୍ରୀଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ଭୁବନେଶ୍ୱର,୧୭।୬(ତ୍ରିନାଥ ମହାନ୍ତି): ବଦଳି ପାଇଁ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତକୁ ଜାଲ୍‌ କରିବା ଏବଂ ସରକାରୀ ଡି.ଓ. ପ୍ୟାଡ୍‌ର ଦୁରୁପଯୋଗ କରିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri