ଟି ଲେଙ୍ଗ୍‌ଥ ଡ୍ରେସ୍‌

ଟିଲେଙ୍ଗ୍‌ଥ ଡ୍ରେସ୍‌ର ଲମ୍ବା ସାଧାରଣତଃ ଆଣ୍ଠୁ ତଳକୁ ହେଲେ ଗୋଇଠି ଉପରକୁ ରହିଥାଏ। ବିଶେଷ କରି ଏହାର ଏକ ଭଲ ଗୁଣ ହେଲା, ଏହା ନା ବେଶି ଓପନ୍‌ ହୋଇଥାଏ ନା ଶରୀରକୁ ସମ୍ପୂର୍ଣ୍ଣ କଭର୍‌ କରିକି ରଖିଥାଏ। ତା’ଛଡ଼ା ଏହି ଡ୍ରେସ୍‌ର ଲମ୍ବା ଗୋଇଠି ଉପରକୁ ରହୁଥିବାରୁ ଏହାର ତଳଭାଗରେ ସହଜରେ ମଇଳା ଲାଗେ ନାହିଁ। ଫଳରେ ଏହାକୁ ପିନ୍ଧିଲେ କମ୍ଫଟେବଲ୍‌ ଲାଗିବା ସହ କ୍ଲାସି ଲୁକ୍‌ ମିଳେ। ଏପରିକି ବର୍ଷର ଯେ କୌଣସି ସମୟରେ ଏହାକୁ ଆରାମରେ ପିନ୍ଧିହୁଏ। ଖାସ୍‌ ସେଥିପାଇଁ ବଲିଉଡ୍‌ ଡିଭାଙ୍କୁ ମଧ୍ୟ ଅନେକ ଥର ଟି ଲେଙ୍ଗ୍‌ଥ ଡ୍ରେସ୍‌ ପିନ୍ଧି ଫଟୋ ପୋଜ୍‌ ଦେଉଥିବାର ଦେଖିବାକୁ ମିଳିଥାଏ। ତା’ହେଲେ ଆସନ୍ତୁ ଜାଣିବା ଟି ଲେଙ୍ଗ୍‌ଥ ଡ୍ରେସ୍‌ର କ’ଣ ସବୁ ଲାଟେଷ୍ଟ ଫ୍ୟାଶନ ରହିଛି…

ସିମ୍ପଲ୍‌ ଟି ଲେଙ୍ଗ୍‌ଥ ଡ୍ରେସ୍‌: ମାର୍କେଟ୍‌ରେ ପିୟୋର୍‌ କଟନ୍‌ର ଖୁବ୍‌ ସୁନ୍ଦର ସୁନ୍ଦର ସିମ୍ପଲ ଟି ଲେଙ୍ଗ୍‌ଥ ଡ୍ରେସ୍‌ ମିଳୁଛି। ଏହାକୁ ଆପଣ ଚାହିଁଲେ ରେଗୁଲାର୍‌ ବ୍ୟବହାର କରିପାରିବେ ନଚେତ୍‌ ଅଫିସ୍‌କୁ ମଧ୍ୟ ପିନ୍ଧି ଯାଇପାରିବେ। ଏ ଷ୍ଟାଇଲ୍‌ର ଡ୍ରେସ୍‌ ସୋବର୍‌ ଲୁକ୍‌ ଦେଇଥାଏ।

ଫ୍ଲୋରାଲ୍‌ ପ୍ରିଣ୍ଟ: ଏହି ପ୍ରିଣ୍ଟର ଟି ଲେଙ୍ଗ୍‌ଥ ଡ୍ରେସ୍‌ ଷ୍ଟାଇଲିଶ୍‌ ଲୁକ୍‌ ଦେବା ସହ ଟ୍ରେଣ୍ଡି ବି ଲାଗିଥାଏ। ତା’ଛଡ଼ା ଏହି ଡ୍ରେସ୍‌ ପିନ୍ଧି ଆପଣ କାଜୁଆଲ୍‌ ଆଉଟିଂରେ କିମ୍ବା ଶପିଂ ପାଇଁ ବି ଯାଇପାରିବେ।

ଓ୍ବାନ୍‌ ସୋଲ୍ଡର୍‌ : ଯଦି କୌଣସି ପାର୍ଟି ଫଙ୍କସନ୍‌କୁ ସର୍ଟ ଲେଙ୍ଗ୍‌ଥ ଡ୍ରେସ୍‌ ପିନ୍ଧିକି ଯିବାକୁ ଆପଣଙ୍କୁ ପସନ୍ଦ ନ ଥାଏ, ତା’ହେଲେ ସେ କ୍ଷେତ୍ରରେ ବ୍ରାଇଟ୍‌ କଲର୍‌ର ଓ୍ବାନ ସୋଲ୍ଡର୍‌ ଟି ଲେଙ୍ଗ୍‌ଥ ଡ୍ରେସ୍‌ ଭଲ ଅପ୍ସନ ହୋଇପାରିବ। ଏହା କମ୍ଫଟେବଲ୍‌ ଲାଗିବା ସହ ଷ୍ଟାଇଲିଶ୍‌ ବି ଲାଗିବ।

ଅଫ୍‌ ସୋଲ୍ଡର୍‌: ଅଫ୍‌ ସୋଲ୍ଡର୍‌ ଟି ଲେଙ୍ଗ୍‌ଥ ଡ୍ରେସ୍‌ ଯୁବତୀଙ୍କୁ ଆଟ୍ରାକ୍ଟିଭ୍‌ ଲୁକ୍‌ ଦେଇଥାଏ। ତା’ଛଡ଼ା ଏହି ଡ୍ରେସ୍‌ ସହିତ ଟିକେ ଗର୍ଜିୟସ୍‌ ଇୟର ରିଂକୁ ମ୍ୟାଚିଂ କରି ପିନ୍ଧିଲେ ଲୁକ୍‌ ବେଶ୍‌ ଷ୍ଟାଇଲିଶ୍‌ ଲାଗିଥାଏ।

ବଡି ଫିଟିଙ୍ଗ୍‌: ସ୍ଲିମ୍‌ ଟ୍ରିମ୍‌ ଯୁବତୀଙ୍କୁ ବଡି ଫିଟିଙ୍ଗ୍‌ ଟି ଲେଙ୍ଗ୍‌ଥ ଡ୍ରେସ୍‌ ସ୍ମାର୍ଟ ଲୁକ୍‌ ଦେଇଥାଏ। ବିଶେଷକରି ସାଙ୍ଗସାଥୀ କିମ୍ବା ପରିବାର ସଦସ୍ୟଙ୍କ ସହିତ ଆଉଟିଂରେ ଗଲାବେଳେ ଏହି ଡ୍ରେସ୍‌କୁ ଟ୍ରାଏ କଲେ କମ୍ଫଟେବଲ୍‌ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

 ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ...

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri