Posted inଜାତୀୟ

ଜେୱର ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଜେୱର,୨୫ ।୧୧: ଉତ୍ତର ପ୍ରଦେଶ ଗୌତମ ବୁଦ୍ଧ ନଗରର ଜେୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୋଦି ଦେଶବାସୀଙ୍କୁ ଶଉଭେଚ୍ଛା ଜଣାଇଛନ୍ତି । ଶିଳାନ୍ୟାସ କାର୍ଯ୍ୟକ୍ରମରେ ମାଦିଙ୍କ ସହ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଆଉ କେତେଜଣ ନେତା ଉପସ୍ଥିତ ଥିଲେ । ଯୋଗୀ ଆଦତ୍ୟନାଥ କହିଥିଲେ ଏହା ମୋର ସୌଭାଗ୍ୟ ଯେ ଜେୱରର ଏହି ଐତିହାସିକ ଦିନ ବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ୱାଗତ କରିବାର ଅବସର ମୋତେ ମିଳିଲା । ଏବେ ଉତ୍ତର ପ୍ରଦେଶ ୫ ଅନ୍ତର୍ଜାତୀୟ ବିମାନ ବନ୍ଦର ଥିବା ପ୍ରଥମ ରାଜ୍ୟ ପାଲଟିଯାଇଛି ।ଜେୱରରେ ନିର୍ମାଣ କରାଯାଉଥିବା ଏହି ବିମାନ ବନ୍ଦର ଦିଲ୍ଲୀ-ଏନ୍‌ସିଆରରେ ଦ୍ୱିତୀୟ ଅନ୍ତର୍ଜାତୀୟ ବିମାନ ବନ୍ଦର ହେବ । କେବଳ ସେତିକି ନୁହେଁ ଏହା କାର୍ଯ୍ୟକ୍ଷମ ହେଲେ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦର ଉପରେ ଚାପ କମିଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?