ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ ବନ୍ଦ ରହିବ ଟି- ସେତୁ । ସକାଳ ୭ଟାରୁ ସନ୍ଧ୍ୟା ୭ଟା ଅର୍ଥାତ୍ ୧୨ ଘଣ୍ଟା ବନ୍ଦ ରହିବ ଟି-ସେତୁ । ଏହି ସମୟରେ ଗହଳିର ଆଶଙ୍କା ଅଧିକ ରହିଥିବା କାରଣରୁ ଏହି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି । ଗୋପୀନାଥପୁର ଓ ବୈଦେଶ୍ୱର ଉଭୟ ପଟୁ ବନ୍ଦ ରହିବ ବାଟ । ସିଂହନାଥ ପୀଠରେ ପ୍ରସ୍ତୁତି ବୈଠକ ପରେ ନିଷ୍ପତ୍ତି ନିଆଯାଇଛି ।

ପ୍ରକାଶଥାଉକି, ଦୁଇବର୍ଷ ପୂର୍ବେ ମକରମେଳାରେ ଏଠାରେ ଅନେକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଫଳରେ ଦଳାଟକଟା ଭଳି ପରିସ୍ଥିତି ଉପୁଜି ପ୍ରାଣହାନୀ ମଧ୍ୟ ହୋଇଥିଲା । ଦଳଚକଟା ଯୋଗୁଁ ଜଣଙ୍କ ମୃତ୍ୟୁ  ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଥିଲେ । ଏହାକୁ ଦୃଷ୍ଟିରେ ରଖି ସିଂହନାଥ ପୀଠକୁ ସଂଯୋଗ କରୁଥିବା ବୈଦେଶ୍ୱର-ବଡ଼ମ୍ୱା ଟି-ସେତୁକୁ ବନ୍ଦ ରଖିବା ନେଇ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri