Posted inଖେଳ

ଡିସେମ୍ବରରେ ଏହି ଦେଶରେ ଆରମ୍ଭ ହେବ ଟି୧୦ ଲିଗ୍‌

କଲୋମ୍ବୋ, ୯।୯: ସାରା ବିଶ୍ୱରେ ଟି୨୦ କ୍ରିକେଟ୍‌ର ଲୋକପ୍ରିୟତା ପରେ ଏବେ ଟି୧୦ କ୍ରିକେଟ୍‌ ଆରମ୍ଭ ହେବାକୁ ଯାଉଛି। ଶ୍ରୀଲଙ୍କା କ୍ରିକେଟ୍‌ ବୋର୍ଡ (ଏସ୍‌ଏଲ୍‌ସି) ଡିସେମ୍ବରରେ କ୍ରିକେଟ୍‌ର ସବୁଠାରୁ ଏହି ଛୋଟିଆ ଫର୍ମାଟ୍‌କୁ ନେଇ ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଲକ୍ଷ୍ୟ ରଖିଛି। କିନ୍ତୁ ଏଥିପୂର୍ବରୁ ନଭେମ୍ବରରେ ଏସ୍‌ଏଲ୍‌ସି ଲଙ୍କା ପ୍ରିମିୟର ଲିଗ୍‌ ଆୟୋଜନ କରିବ। ରିପୋର୍ଟ ମୁତାବକ ଶ୍ରୀଲଙ୍କା କ୍ରିକେଟ୍‌ର କାର୍ଯ୍ୟନିର୍ବାହୀ ସମିତି ଟି୧୦ ଟୁର୍ନାମେଣ୍ଟ ଆୟୋଜନ ଲାଗି ମଞ୍ଜୁରୀ ପ୍ରଦାନ କରିସାରିଛି। ଏସ୍‌ଏଲ୍‌ସି ମୁଖ୍ୟାଳୟରେ ଅନୁଷ୍ଠିତ ବୈଠକରେ କାର୍ଯ୍ୟନିର୍ବାହୀ ସମିତି ଚଳିତ ବର୍ଷ ଡିସେମ୍ବରରେ ଟି୧୦ ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଅନୁମତି ଦେଇଛି। ଏହି ଟୁର୍ନାମେଣ୍ଟରେ ୮ ଦଳ ଅଂଶଗ୍ରହଣ କରିବେ। ସେହିଭଳି ପ୍ରତି ଦଳରେ ୬ଜଣ ବିଦେଶୀ ଖେଳାଳି ଭାଗ ନେଇପାରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri