Posted inଖେଳ

ଟି୨୦ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲ: ଇଂଲଣ୍ଡ ଆଗରେ ୧୭୨ ରନ୍‌ର ଟାର୍ଗେଟ୍‌

ଜର୍ଜଟାଉନ,୨୬ା୬: ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମ, ଗୁଏନାରେ ଗୁରୁବାର ଖେଳାଯାଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ପ୍ରଥମ ବ୍ୟାଟିଂ କରି ନିଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୭୧ ରନ୍‌ କରିଛି। ଫଳରେ ଇଂଲଣ୍ଡ ଆଗରେ ୧୭୨ ରନ୍‌ର ବିଜୟ ଟାର୍ଗେଟ ରଖିଛି ଭାରତ।

ଅନ୍ୟପକ୍ଷେ ଭାରତ ସେମିଫାଇନାଲରେ ଇଂଲଣ୍ଡକୁ ହରାଇ ୨୦୨୨ ଟି୨୦ ବିଶ୍ୱକପର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ ଭାରତ। ୨୦୨୨ରେ ଅନୁଷ୍ଠିତ ଗତ ବିଶ୍ୱକପ ସେମିଫାଇନାଲରେ ଭାରତକୁ ହରାଇ ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଥିଲା ଏବଂ ଚାମ୍ପିୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri