ବାରବାଟୀରେ ଟି୨୦ ମ୍ୟାଚ୍‌

କଟକ,୨୦।୯: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃୟାରୀ ୧୫ ତାରିଖରେ ଟିମ୍‌ ଇଣ୍ଡିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଏହା ସ୍ପଷ୍ଟ କରିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସମ୍ପାଦକ ସଞ୍ଜୟ ବେହେରା। ୨୦୨୨ ଫେବୃୟାରୀରେ ଓ୍ବେଷ୍ଟଇଣ୍ଡିଜ ସୀମିତ ଓଭର ବିଶିଷ୍ଟ ସିରିଜ୍‌ ଖେଳିବା ପାଇଁ ଭାରତ ଆସିବ। ଏହି ଗସ୍ତର ପ୍ରଥମ ଟି୨୦ ମ୍ୟାଚ୍‌ର ଆୟୋଜନ ଅଧିକାର କଟକକୁ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?