Posted inଖେଳ

ଟି୨୦: ପାକିସ୍ତାନ ସିରିଜ ବିଜୟୀ

ଲାହୋର, ୧୫ା୨- ସ୍ଥାନୀୟ ଗଦାଫି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ତୃତୀୟ ତଥା ନିର୍ଣ୍ଣାୟକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ପାକିସ୍ତାନ ୮ଟି ବଲ୍‌ ଥାଇ ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଏଥିସହିତ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତିନେଇଛି। ଡେଭିଡ ମିଲର ୪୫ ବଲ୍‌ରୁ ଅପରାଜିତ ୮୫ରନ କରିବା ଦ୍ୱାରା ଦକ୍ଷିଣ ଆଫ୍ରିକା ୧୬୫ ରନ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଜବାବରେ ପାକିସ୍ତାନ ନିୟମିତ ବ୍ୟବଧାନରେ ଉଇକେଟମାନ ହରାଇଥିଲା। ମହମ୍ମଦ ରିଜଓ୍ବାନ ୪୨ ଓ ବାବର ଆଜାମ ୪୪ ରନ କରିଥିଲେ। ଶେଷରେ ହସନ ଅଲି (୨୦*) ଓ ମହମ୍ମଦ ନଓ୍ବାଜ (୧୮*) ଚମତ୍କାର ବ୍ୟାଟିଂ କରି ଦଳକୁ ଜିତାଇଥିଲେ।

ସଂକ୍ଷିପ୍ତ ସ୍କୋର
ଦକ୍ଷିଣ ଆଫ୍ରିକା ଇନିଂସ: ୨୦ ଓଭରରେ ୧୬୪/୮ (ଡେଭିଡ୍‌ ମିଲର-୮୫*, ଜାନେମନ ମଲାନ- ୨୭; ଜାହିଦ ମେହେମୁଦ-୩/୪୦, ମହମ୍ମନ ନଓ୍ବାଜ-୨/୧୩, ହସନ ଅଲି-୨/୨୯)
ପାକିସ୍ତାନ ଇନିଂସ: ୧୮.୪ ଓଭରରେ ୧୬୯/୬ (ବାବର ଆଜାମ-୪୪, ମହମ୍ମଦ ରିଜଓ୍ବାନ-୪୨, ହସନ ଅଲି-୨୦*, ମହମ୍ମଦ ନଓ୍ବାଜ-୧୮*; ତାବ୍ରେଜ୍‌ ସାମ୍‌ସି-୪/୨୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri