Posted inଖେଳ

ଟି୨୦ ର଼୍ୟାଙ୍କିଙ୍ଗ୍‌: ଆଜମ୍‌ଙ୍କୁ ହଟାଇଲେ ମଲନ

ଦୁବାଇ, ୧୦।୯(ପି.ଟି.)- ପାକିସ୍ତାନର ବାବର ଆଜମଙ୍କୁ ହଟାଇ ଆଇସିସି ଟି୨୦ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଇଂଲଣ୍ଡର ଦାଓ୍ବିଦ ମଲନ। ଅଷ୍ଟ୍ରେଲିଆ ବିପକ୍ଷ ସଦ୍ୟ ସମାପ୍ତ ଟି୨୦ ସିରିଜରେ ସ୍ଥିର ପ୍ରଦର୍ଶନ ଦେଇ ୩୩ ବର୍ଷୀୟ ମଲନ ର଼୍ୟାଙ୍କିଙ୍ଗ୍‌ରେ ୪ଟି ସ୍ଥାନ ଉପରକୁ ଉଠିଛନ୍ତି। ମଲନ ପ୍ରଥମଥରପାଇଁ ର଼୍ୟାଙ୍କିଙ୍ଗ୍‌ରେ ନମ୍ବରଓ୍ବାନ ହୋଇଛନ୍ତି। ଗତବର୍ଷ ନଭେମ୍ବରରେ ସେ ସର୍ବାଧିକ ୨ୟ ସ୍ଥାନକୁ ଉନ୍ନୀତ ହୋଇଥିଲେ। କୋଭିଡ-୧୯ ସଂକ୍ରମଣ ଯୋଗୁ ୬ ମାସରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ କ୍ରିକେଟ ଖେଳିପାରି ନ ଥିବା ଭାରତର ଲୋକେଶ ରାହୁଲ ୨ଟି ସ୍ଥାନ ତଳକୁ ଖସି ୪ର୍ଥରେ ପହଞ୍ଚତ୍ଥିବାବେଳେ ଅଧିନାୟକ ବିରାଟ କୋହଲି ଗୋଟିଏ ସ୍ଥାନ ଉପରକୁ ଉଠି ୯ମରେ ପହଞ୍ଚତ୍ଛନ୍ତି। ମଲନଙ୍କ ଟିମ୍‌ମେଟ୍‌ ଜନି ବେୟାରଷ୍ଟୋ ୨୨ରୁ କ୍ୟାରିୟର ଶ୍ରେଷ୍ଠ ୧୯ ଏବଂ ଜୋସ୍‌ ବଟଲର ୪୦ରୁ ୨୮ତମ ସ୍ଥାନକୁ ଲମ୍ଫ ମାରିଛନ୍ତି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ ୩ୟ ଓ ଗ୍ଲେନ ମ୍ୟାକ୍ସଓ୍ବେଲ ୬ଷ୍ଠ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ବୋଲର ର଼୍ୟାଙ୍କିଙ୍ଗ୍‌ରେ ଅଷ୍ଟ୍ରେଲିଆର କେନ୍‌ ରିଚାର୍ଡଶନ ପ୍ରଥମଥର ପାଇଁ ଟପ୍‌-୧୦ରେ ପ୍ରବେଶ କରିଛନ୍ତି। ଆଫଗାନିସ୍ତାନର ମହମ୍ମଦ ନବି ଅଲରାଉଣ୍ଡର ର଼୍ୟାଙ୍କିଙ୍ଗରେ ଶୀର୍ଷସ୍ଥାନ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri