Posted inଖେଳ

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୧୨।୯: ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ୨୦୨୨ ଟି-୨୦ ବିଶ୍ୱକପ ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ)   ଦଳ ଘୋଷଣା କରିଛି। ଏହି ଦଳରେ ବାମହାତୀ ଦ୍ରୁତ ବୋଲର ଅର୍ଶଦୀପ ସିଂ ସ୍ଥାନ ପାଇଛନ୍ତି। ଏଥି ସହ ଜସପ୍ରୀତ ବୁମ୍‌ରା ଏବଂ ହର୍ଷଲ ପଟେଲ ଦଳକୁ ଫେରିଛନ୍ତି।
ତେବେ ଦ୍ରୁତ ବୋଲର ମହମ୍ମଦ ଶାମି ଏବଂ ଦୀପକ ଚହର ଟି -୨୦ ବିଶ୍ୱକପ ପାଇଁ ୧୫ ଜଣିଆ ଦଳରେ ସ୍ଥାନ ପାଇ ନାହାଁନ୍ତି। ଏଥି ସହିତ ଶ୍ରେୟାସ ଆୟର ଏବଂ ରବି ବିଷ୍ଣୋଇ ମଧ୍ୟ ବିଶ୍ୱକପ ଦଳରେ ନାହାଁନ୍ତି। ତେବେ ଏହି ସମସ୍ତ ଖେଳାଳିଙ୍କୁ ଷ୍ଟାଣ୍ଡବାଇ ଭାବରେ ଦଳରେ ରଖାଯାଇଛି।
ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ – ରୋହିତ ଶର୍ମା (ଅଧିନାୟକ), କେ.ଏଲ ରାହୁଲ (ଉପଅଧିନାୟକ), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡା, ରିଷଭ ପନ୍ତ (ଉଇକେଟ୍‌କିପର), ଦୀନେଶ କାର୍ତ୍ତିକ (ଉଇକେଟ୍‌କିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବିଚନ୍ଦ୍ରନ ଅଶ୍ୱିନ, ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଜସପ୍ରୀତ ବୁମ୍‌ରା, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ ଏବଂ ଅର୍ଶଦୀପ ସିଂ।
ଷ୍ଟାଣ୍ଡବାଇ ଖେଳାଳି- ମହମ୍ମଦ ଶାମି, ଶ୍ରେୟସ ଆୟର, ରବି ବିଷ୍ଣୋଇ ଏବଂ ଦୀପକ ଚହର


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri