Odisha Elections 2024
Posted inଖେଳ

ସେମିଫାଇନାଲରେ ନ୍ୟୁଜିଲାଣ୍ଡ

ପର୍ଥ,୪।୧୧: ଅଧିନାୟକ କେନ ୱିଲିୟମସନଙ୍କ ବିସ୍ଫୋରକ ବ୍ୟାଟିଂ ଜରିଆରେ ନ୍ୟୁଜିଲାଣ୍ଡ ପ୍ରଥମ ଦଳ ଭାବେ ଟି -୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ପ୍ରବେଶ କରିଛି। ଶେଷ ଗ୍ରୁପ ୧ ମ୍ୟାଚରେ ଆୟର୍ଲାଣ୍ଡକୁ ୩୫ ରନ୍‌ରେ ପରାସ୍ତ କରି ସେମିଫାଇନାଲ୍‌ ଟିକେଟ୍‌ ହାସଲ କରିଛି ନ୍ୟୁଜିଲାଣ୍ଡ। କେନ ୱିଲିୟମସନ ୩୫ ଟି ବଲରୁ ୬୧ଟି ଏବଂ ଲକି ଫର୍ଗୁସନଙ୍କ ୩ଟି ଉଇକେଟ ନ୍ୟୁଜିଲାଣ୍ଡକୁ ବିଜୟ ହାସଲ କରିବାରେ ସାହାଯ୍ୟ କରିଥିଲା।
ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ୭ ପଏଣ୍ଟ ସହ ଗ୍ରୁପ-୧ର ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚି ସେମିଫାଇନାଲରେ ପ୍ରବେଶ କରିଛି। ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ପ୍ରବେଶ କରିଥିବା ନ୍ୟୁଜିଲାଣ୍ଡ ପ୍ରଥମ ଦଳ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର...

ଲଜ୍ଜାଜନକ ରେକର୍ଡ ହାସଲ କଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ,୧୮।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ ଆଇପିଏଲ ୨୦୨୪ର ୬୭ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ୨୧୪ ରନ ସଂଗ୍ରହ...

ବକ୍ସର ପରବିନଙ୍କୁ ସସ୍‌ପେଣ୍ଡ କଲା ଓ୍ବାଡା

ନୂଆଦିଲ୍ଲୀ, ୧୮ା୫ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜୟୀ ବକ୍ସର ପରବିନ ହୁଦା ତାଙ୍କ ପ୍ୟାରିସ ଅଲିମ୍ପିକ କୋଟା ହରାଇ ପାରନ୍ତି। ସେ ୧୨ମାସ ମଧ୍ୟରେ...

ଆଜି ଆର୍‌ସିବି-ସିଏସ୍‌କେ ମହାମୁକାବିଲା: ମ୍ୟାଚ ବାତିଲ ହେଲେ ଏହି ଦଳକୁ ଫାଇଦା

ବେଙ୍ଗାଲୁରୁ, ୧୮।୫ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବହୁ ପ୍ରତୀକ୍ଷିତ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ଏଥିରେ ପରସ୍ପରର ମୁକାବିଲା କରିବେ ରୟାଲ ଚ୍ୟାଲେଞ୍ଜର୍ସ...

‘ଅବସର ନିଷ୍ପତ୍ତି ସ୍ବତଃପ୍ରବୃତ୍ତ ଥିଲା’

ନୂଆଦିଲ୍ଲୀ, ୧୮।୫ : ଖେଳିବା ସମୟରୁ ଭାରତୀୟ ଫୁଟ୍‌ବଲରେ ଲିଭିଂ ଲିଜେଣ୍ଡର ମାନ୍ୟତା ପାଉଥିବା ସୁନୀଲ ଛେତ୍ରୀଙ୍କ ଅବସର ଘୋଷଣାକୁ ନେଇ ଚର୍ଚ୍ଚା ଜାରି ରହିଛି।...

ଟି୨୦ ବିଶ୍ୱକପ୍‌ ଜିତି ପାରିବ ନାହିଁ ଟିମ୍‌ ଇଣ୍ଡିଆ…କୋହଲିଙ୍କ ନାଁ ନେଇ ଏ କ’ଣ କହିଦେଲେ…

ନୂଆଦିଲ୍ଲୀ,୧୭।୫: ଆଉ କିଛି ଦିନର ବ୍ୟବଧାନ ପରେ ଆରମ୍ଭ ହେବାକୁ ଯାଛି ଟି୨୦ ବିଶ୍ୱକପ୍‌। ଏହାକୁ ନେଇ ପ୍ରଶଂସକ ଦିନ ଗଣିବା ଆରମ୍ଭ କରିଦେଇଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri