Posted inଖେଳ

ବିଶ୍ୱକପ୍‌ ସେମିଫାଇନାଲ୍‌ ଖେଳିବେ ଏହି ୪ ଟିମ୍‌: ଜାଣନ୍ତୁ କାହା ସହ କାହାର ହୋଇପାରେ ଲଢ଼େଇ…

ନୂଆଦିଲ୍ଲୀ,୬।୧୧: ଟି୨୦ ବିଶ୍ୱକପ୍‌ ୨୦୨୨ର ସେମିଫାଇନାଲ ଲାଗି ୪ ଟିମ୍‌ ସ୍ଥିର ହୋଇଛି। ରବିବାର ଖେଳାଯାଇଥିବା ମୁକାବିଲାରେ ପାକିସ୍ତାନ ବାଲାଂଦେଶକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଏପରି ଭାବେ ଗ୍ରୁପ୍‌-୨ରୁ ଭାରତ ଏବଂ ପାକିସ୍ତାନ କ୍ୱାଲିଫାଏ କରିଛି। ସେହିଭଳି ଗ୍ରୁପ-୧ରୁ ନ୍ୟୁଜିଲାଣ୍ଡ ଏବଂ ଇଂଲଣ୍ଡ ସେମିଫାଇନାଲରେ ପହଞ୍ଚିଛି। ଅର୍ଥାତ ଟି୨୦ ବିଶ୍ୱକପ୍‌ ପ୍ଲେ୍‌ଅଫ୍‌ ମୁକାବିଲା ଲାଗି ଷ୍ଟେଜ୍‌ ପ୍ରସ୍ତୁତ ହୋଇଛି।

ସେମିଫାଇନାଲରେ ପହଞ୍ଚିଥିବା ଟିମ୍‌:
-ଗ୍ରୁପ-୧: ନ୍ୟୁଜିଲାଣ୍ଡ, ଇଂଲଣ୍ଡ
-ଗ୍ରୁପ୍‌ ୨: ଭାରତ, ପାକିସ୍ତାନ

କେତେବେଳେ ଏବଂ କାହା ମଧ୍ୟରେ ଖେଳାଯିବ ସେମିଫାଇନାଲ ମ୍ୟାଚ୍‌:-
-ନ୍ୟୁଜିଲାଣ୍ଡ ବନାମ ପାକିସ୍ତାନ-୯ ନଭେମ୍ବର, ସିଡନୀ(ଅପରାହ୍ନ ୧.୩୦)
-ଭାରତ ବନାମ ଇଂଲଣ୍ଡ-୧୦ ନଭେମ୍ବର-ଆଡିଲେଡ(ଅପରାହ୍ନ ୧.୩୦)

ଯଦି ଜିମ୍ବାଓ୍ବେ ଭାରତକୁ ହରାଇ ଦିଏ ତେବେ:-

-ନ୍ୟୁଜିଲାଣ୍ଡ ବନାମ ଭାରତ-୯ ନଭେମ୍ବର-ସିଡନୀ(ଅପରାହ୍ନ ୧.୩୦)
-ପାକିସ୍ତାନ ବନାମ ଇଂଲଣ୍ଡ-୧୦ ନଭେମ୍ବର-ଆଡିଲେଡ୍‌(ଅପରାହ୍ନ ୧.୩୦)


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri