Posted inଖେଳ

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବା ପାଇଁ ପଡ଼ିଆକୁ ଓହ୍ଲାଇବ।

ତେବେ ଏହି ବହୁ ପ୍ରତିକ୍ଷିତ ମ୍ୟାଚ୍ ଆରମ୍ଭ ପୂର୍ବରୁ ପଡ଼ିଆରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି। ପୂର୍ବ ନିଷ୍ପତ୍ତି ମୁତାବକ, ଭାରତୀୟ ଖେଳାଳିମାନେ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇ ନାହାନ୍ତି। ଏହି ‘ନୋ ହ୍ୟାଣ୍ଡସେକ୍’ ଆଭିମୁଖ୍ୟ ମ୍ୟାଚର ଉତ୍ତେଜନାକୁ ଆହୁରି ଦ୍ୱିଗୁଣିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri