Posted inଖେଳ

ଟି-୨୦ ବିଶ୍ୱକପରେ ସ୍ଥାନ ପରିବର୍ତ୍ତନକୁ ନେଇ ହାର୍‌ ମାନିନାହିଁ ବାଂଲାଦେଶ, ପୁଣି କଲା ଆବେଦନ

ନୂଆଦିଲ୍ଲୀ,୨୪।୧: ଆଇସିସି ଏବେ ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶକୁ ବାଦ୍‌ ଦେବାକୁ ଯୋଜନା କରୁଛି। ଭାରତରେ ଏହି ଆଇସିସି ଇଭେଣ୍ଟ ଖେଳିବ ନାହିଁ ବୋଲି ଘୋଷଣା କରିଥିବା ବାଂଲାଦେଶ କ୍ରିକେଟ ବୋର୍ଡ ଏପର୍ଯ୍ୟନ୍ତ ସ୍ଥାନ ପରିବର୍ତ୍ତନକୁ ଏବେ ବି ହାର୍‌ ମାନିବାକୁ ରାଜି ନୁହେଁ। ସେମାନେ ଏବେ ଆଇସିସି ବିବାଦ ସମାଧାନ କମିଟି ନିକଟରେ ଆବେଦନ କରିଛନ୍ତି। ବିସିବି ୨୦୨୬ ଟି୨୦ ବିଶ୍ୱକପରେ ଅଂଶଗ୍ରହଣ କରିବା ପାଇଁ ଆଶାବାଦୀ ରହିଛି। ଏହି ସମୟରେ, ଆଇସିସି ଏବେ ସ୍କଟଲ୍ୟାଣ୍ଡ ସହିତ ଆଲୋଚନା ଆରମ୍ଭ କରିଥିବା କୁହାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri