Posted inଖେଳ

ସମର୍ଥନରେ ଓହ୍ଲାଇଲା ବିସିସିଆଇ

ନୂଆଦିଲ୍ଲୀ,୨୬।୧୦: ପାକିସ୍ତାନ ବିପକ୍ଷରେ ମିଳିଥିବା ପରାଜୟ ପରେ ଅନଲାଇନ୍‌ରେ ଭାରତୀୟ ପେସର ମହମ୍ମଦ ଶାମିଙ୍କୁ ତାଙ୍କ ଧର୍ମ ସହ ଯୋଡ଼ି ସମାଲୋଚନା କରାଯାଉଛି। ଏଭଳି ଟ୍ରୋଲିଂ ପରେ ଶାମିଙ୍କ ପ୍ରତି ଦେଶର ଅନେକ ପୂର୍ବତନ ଓ ବର୍ତ୍ତମାନ ଖେଳାଳିଙ୍କ ଠାରୁ ଆରମ୍ଭ କରି ପାକିସ୍ତାନ ଦଳର ଷ୍ଟାର ଓପନର ମହମ୍ମଦ ରିଜଓ୍ବାନଙ୍କ ପର୍ଯ୍ୟନ୍ତ ସମର୍ଥନ ଜାହିର କରିଛନ୍ତି। ଏବେ ଭାରତୀୟ ପେସରଙ୍କ ପ୍ରତି ସମର୍ଥନର ହାତ ବଢ଼ାଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)।

କେବଳ ଶାମିଙ୍କ ଭଳି ଅଧିନାୟକ ବିରାଟ କୋହଲିଙ୍କ ଉପରେ ମଧ୍ୟ ପ୍ରଶଂସକମାନେ ଦୟା ଦେଖାଇ ନାହାନ୍ତି। ନେତୃତ୍ୱଶୈଳୀ କାରଣରୁ ତାଙ୍କୁ ଖୁବ୍‌ ଟ୍ରୋଲ କରାଯାଉଛି। ସୋମବାର ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର, ପୂର୍ବତନ ଅଲରାଉଣ୍ଡର ୟୁସୁଫ ପଠାନ, ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ସୋସିଆଲ ମିଡିଆରେ ଶାମିଙ୍କ ପ୍ରତି ସମର୍ଥନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri