Posted inଖେଳ

ଟି-୨୦ ବିଶ୍ୱକପ୍‌ ଆରମ୍ଭ: ଭୋ ଭୋ ହୋଇ କାନ୍ଦିଲେ ଏହି ଦଳର ଖେଳାଳି

ଦୁବାଇ,୧୭।୧୦: ୟୁଏଇରେ ଟି-୨୦ ବିଶ୍ୱକପ୍‌ ଆରମ୍ଭ ହୋଇଛି। ପ୍ରଥମ ମୁକାବିଲା ଓମାନ ଏବଂ ପାପୁଆ ନ୍ୟୁ ଗିନି ମଧ୍ୟରେ ଖେଳାଯାଉଛି। ଏହି ଦୁଇ ଟିମ୍‌ ବିଶ୍ୱ କ୍ରିକେଟ୍‌ରେ ନୂଆ ମୁହଁ। ବିଶ୍ୱକପ୍‌ ଆୟୋଜନ କରୁଥିବାରୁ ଓମାନକୁ ଏଠାରେ ଖେଳିବାକୁ ସୁଯୋଗ ମିଳିଛି। ଟି-୨୦ ବିଶ୍ୱକପ୍‌ର ଏହି ମ୍ୟାଚ୍‌ ଆରମ୍ଭ ହେବା କ୍ଷଣି ଉଭୟ ଦେଶର ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା। ଜାତୀୟ ସଙ୍ଗୀତ ବାଜିବା କ୍ଷଣି ପାପୁଆ ନ୍ୟୁ ଗିନି ଦଳର ସମସ୍ତ ସଦସ୍ୟ ଭାବପ୍ରବଣ ହୋଇ କାନ୍ଦିବାକୁ ଲାଗିଥିଲେ। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ଏକ ବିଶ୍ୱରେକର୍ଡ ହାସଲ କଲେ କୋହଲି

ଅହମଦାବାଦ,୧୭।୩: ଭାରତୀୟ ଅଧିନାୟକ ବିରାଟ କୋହଲି ଟି-୨୦ରେ ଆଉ ଏକ ରେକର୍ଡ ନେଇଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତୃତୀୟ ଟି-୨୦ରେ କୋହଲି ଅପରାଜିତ...

ଧୋନୀଙ୍କ ବିରୋଧରେ କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ

ମୁମ୍ବାଇ,୯।୯: ଆଗକୁ ଆସୁଥିବା ଟି୨୦ ବିଶ୍ୱକପ୍‌ ଲାଗି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଘୋଷିତ ଭାରତୀୟ ଦଳର ମେଣ୍ଟର ଭାବେ ନିଯୁକ୍ତ କରାଯାଇଛି। ଧୋନୀଙ୍କ...

ଅର୍ଦ୍ଧଶତକ ହାସଲ ପରେ ଏହି ଖେଳାଳିଙ୍କ ଚାଲିଗଲା ଜୀବନ

ହାଇଦ୍ରାବାଦ,୧୯।୧୧: ହାଇଦ୍ରାବାଦ୍‌ରେ କ୍ଲବ କ୍ରିକେଟ ମ୍ୟାଚ୍‌ ଚାଲିତତ୍ବାବେଳେ ଏକ ଅଘଟଣା ଘଟିଛି। ବ୍ୟାଟ୍‌ କି ବଲ୍‌ ବାଜି ନୁହେଁ, ଜଣେ ଖେଲାଳିଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଛି।...

କଳିଙ୍ଗରେ ୬ ଗ୍ରୁପ୍‌, ୨ ନକ୍‌ଆଉଟ ମ୍ୟାଚ

ଭୁବନେଶ୍ୱର, ୧୯।୨(କ୍ରୀଡ଼ା ପ୍ରତିନିଧି)- ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ୭ମ ସଂସ୍କରଣ ଭାରତର ୫ଟି ସହରରେ ନଭେମ୍ବର ୨ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ...

ଲୋମାଚେଙ୍କୋଙ୍କୁ ଡବ୍ଲ୍ୟୁବିସି ଟାଇଟଲ

ଲଣ୍ଡନ, ୧ା୮ (ଏଏଫ୍‌ପି)- ବିଶ୍ୱର ଶ୍ରେଷ୍ଠ ‘ପାଉଣ୍ଡ ଫର୍‌ ପାଉଣ୍ଡ’ ଫାଇଟର ରୂପେ ପରିଚିତ ଭାସିଲ ଲୋମାଚେଙ୍କୋ ଏଠାରେ ଏକ ରୋମାଞ୍ଚକ ମୁକାବିଲାରେ ବ୍ରିଟିଶ ଚ୍ୟାଲେଞ୍ଜର...

ରବି ଶାସ୍ତ୍ରୀ ଏନ୍‌ସିଏ ସହିତ ସମ୍ପୃକ୍ତ ରହିବେ

କୋଲକାତା, ୧ା୧୧ (ପି.ଟି.)-ରବି ଶାସ୍ତ୍ରୀଙ୍କୁ ସିନିୟର ଦଳର କୋଚ ଦାୟିତ୍ୱ ତୁଲାଇବା ବ୍ୟତୀତ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ) ସହିତ ସମ୍ପୃକ୍ତ ହେବାକୁ ପଡ଼ିବ ବୋଲି...

ପରାଜୟରୁ ଓଏଫ୍‌ସିର ଅଭିଯାନ

ଭୁବନେଶ୍ୱର, ୨୦।୯(ତପନ ସ୍ବାଇଁ): ଏଏଫ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଓଡ଼ିଶା ଏଫ୍‌ସି ପରାଜୟରୁ ଅଭିଯାନ ଆରମ୍ଭ କରିଛି। କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଏହି...

ଖୁସି ଖବର: ଭାରତୀୟ ଦଳର କୋଚ ହେବେ ରାହୁଲ ଦ୍ରାଭିଡ

ନୂଆଦିଲ୍ଲୀ,୨୦।୫:ଭାରତୀୟ କ୍ରିକେଟ ଦଳ ଆଗାମୀ ଜୁଲାଇରେ ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି। ଭାରତର ପୂର୍ବତନ ଭେଟେରାନ ରାହୁଲ ଦ୍ରାଭିଡ ଶ୍ରୀଲଙ୍କା ଗସ୍ତରେ ଟିମ ଇଣ୍ଡିଆର କୋଚିଂ...

Advertisement
Archives

Model This Week