Posted inଖେଳ

ଟି-୨୦ ବିଶ୍ୱକପ୍‌ ଆରମ୍ଭ: ଭୋ ଭୋ ହୋଇ କାନ୍ଦିଲେ ଏହି ଦଳର ଖେଳାଳି

ଦୁବାଇ,୧୭।୧୦: ୟୁଏଇରେ ଟି-୨୦ ବିଶ୍ୱକପ୍‌ ଆରମ୍ଭ ହୋଇଛି। ପ୍ରଥମ ମୁକାବିଲା ଓମାନ ଏବଂ ପାପୁଆ ନ୍ୟୁ ଗିନି ମଧ୍ୟରେ ଖେଳାଯାଉଛି। ଏହି ଦୁଇ ଟିମ୍‌ ବିଶ୍ୱ କ୍ରିକେଟ୍‌ରେ ନୂଆ ମୁହଁ। ବିଶ୍ୱକପ୍‌ ଆୟୋଜନ କରୁଥିବାରୁ ଓମାନକୁ ଏଠାରେ ଖେଳିବାକୁ ସୁଯୋଗ ମିଳିଛି। ଟି-୨୦ ବିଶ୍ୱକପ୍‌ର ଏହି ମ୍ୟାଚ୍‌ ଆରମ୍ଭ ହେବା କ୍ଷଣି ଉଭୟ ଦେଶର ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା। ଜାତୀୟ ସଙ୍ଗୀତ ବାଜିବା କ୍ଷଣି ପାପୁଆ ନ୍ୟୁ ଗିନି ଦଳର ସମସ୍ତ ସଦସ୍ୟ ଭାବପ୍ରବଣ ହୋଇ କାନ୍ଦିବାକୁ ଲାଗିଥିଲେ। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪୧ ବର୍ଷ ପରେ ଭାରତୀୟ କ୍ରିକେଟ୍‌ରେ ଘଟିଲା ଏମିତି

କଲମ୍ବୋ,୨୩।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ କଲମ୍ବୋସ୍ଥିତ ଆର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଉଛି। ଏହି...

ରନ୍‌ ଚେଜ୍‌ ଦିଲ୍ଲୀ ପାଇଁ ଚିନ୍ତାଜନକ

ଦୁବାଇ, ୨୯।୧୦(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ରନ୍‌ ଚେଜ୍‌ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଚିନ୍ତାଜନକ ହୋଇଛି ବୋଲି କୋଚ୍‌ ରିକି ପଣ୍ଟିଂ ସ୍ବିକାର କରିଛନ୍ତି।...

ଇଣ୍ଡୋ- ପାକ୍‌ ମ୍ୟାଚ୍‌ ବିନା ଟେଷ୍ଟ ଚାମ୍ପିୟନଶିପ୍‌ର ମାନେ କିଛି ନାହିଁ

କରାଚୀ, ୧୮।୩ (ପି.ଟି.)- ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ଟେଷ୍ଟ ମ୍ୟାଚ୍‌ ଆୟୋଜନ କରା ନ ଗଲେ ଅନ୍ତର୍ଜାତୀୟ କ୍ରିକେଟ...

ଗୋଟିଏ ଓଭରରୁ ଗେଲ୍‌ଙ୍କ ୩୨ ରନ ସଂଗ୍ରହ

ବ୍ରମ୍ପଟନ (କାନାଡା), ୪।୮- ପାକିସ୍ତାନ ଲେଗ୍‌-ସ୍ପିନର ଶଦାବ ଖାଁଙ୍କ ଗୋଟିଏ ଓଭରରୁ ୩୨ ରନ୍‌ ସଂଗ୍ରହ କରିଛନ୍ତି ଦୁର୍ଦ୍ଧର୍ଷ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କ୍ରିସ ଗେଲ୍‌। ଏଠାରେ...

ଭାରତୀୟ ମହିଳା ରଗ୍‌ବୀ ଦଳର ଐତିହାସିକ ବିଜୟ

ନୂଆଦିଲ୍ଲୀ,୨୨।୬: ଭାରତୀୟ ମହିଳା ରଗ୍‌ବୀ ଦଳ ଇତିହାସ ସୃଷ୍ଟି କରିଛି। ଦଳ ଶନିବାର ତା’ର ପ୍ରଥମ ଅନ୍ତର୍ଜାତୀୟ ୧୫ଏସ୍‌ ବିଜୟ ହାସଲ କରିଛି। ଭାରତୀୟ ଦଳ...

ଦିନିକିଆ ସିରିଜ, ଆଇପିଏଲ୍‌ରୁ ଆୟାର ଆଉଟ୍‌

ପୁଣେ,୨୫।୩(ପି.ଟି.): ଭାରତୀୟ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଚଳିତ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ଓ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ବାଦ୍‌ ପଡିଛନ୍ତି।...

ଭାରତରେ ବୋଲ୍ଟଙ୍କ ଠାରୁ ଦ୍ରୁତତମ ଧାବକ

ବାଙ୍ଗାଲୋର,୧୪।୨- ବିଶ୍ୱର ସବୁଠୁ ଦ୍ରୁତତମ ଧାବକ ଉସେନ ବୋଲ୍ଟଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ବୋଧ ହୁଏ ପ୍ରତିଦ୍ୱନ୍ଦ୍ୱୀ ମିଳିଯାଇଛି। କର୍ନାଟକର ଏକ ଗ୍ରାମରେ ଅନୁଷ୍ଠିତ...

ୟୁଜବେନ୍ଦ୍ରଙ୍କୁ ୪, ରୋହିତଙ୍କ ଶତକ: ଭାରତ ବିଜୟୀ

ସାଉଥାମ୍ପଟନ, ୬।୬- ବୋଲରଙ୍କ ଚମତ୍କାର ପ୍ରଦର୍ଶନ ପରେ ରୋହିତ ଶର୍ମାଙ୍କ ଶତକ ବଳରେ ଭାରତ ବୁଧବାର ଅନୁଷ୍ଠିତ ଆଇସିସି ବିଶ୍ୱକପ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୬...

Advertisement
Archives

Model This Week