Posted inଖେଳ

କୋହଲିଙ୍କ ଅଧିନାୟକ କ୍ୟାରିୟର ଉପରେ ବଢ଼ୁଛି ଚାପ

ନୂଆଦିଲ୍ଲୀ,୨।୭: ମହେନ୍ଦ୍ର ସିଂ ଧୋନୀଙ୍କ ସ୍ଥାନ ନେବାର ୪ ବର୍ଷ ପରେ ମଧ୍ୟ କୌଣସି ଆଇସିସି ଟ୍ରଫି ଜିତି ନ ପାରିବାରୁ ବିରାଟ କୋହଲିଙ୍କ ଅଧିନାୟକ କ୍ୟାରିୟରର ଉପରେ ଚାପ ବଢ଼ିବାରେ ଲାଗିଛି। ଏଭଳି ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଉଇକେଟକିପର ତଥା ଚୟନକର୍ତ୍ତା ସବା କରିମ। ନିକଟରେ ନ୍ୟୁଜିଲାଣ୍ଡଠାରୁ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପରାସ୍ତ ହେବା ପରେ କୋହଲିଙ୍କ ନେତୃତ୍ୱ ନେବାର ଶୈଳୀକୁ ସମାଲୋଚନା କରାଯାଇ ଆସୁଛି।

ଚଳିତ ବର୍ଷ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ କୋହଲିଙ୍କ ଅଧିନାୟକ କ୍ୟାରିୟର ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଆଇସିସି ଟ୍ରଫି ହାତେଇ ନ ପାରିବାରୁ କୋହଲିଙ୍କ ଉପରେ ଚାପ ବଢ଼ୁଛି। ଏ କଥା ସେ ମଧ୍ୟ ଜାଣିଛନ୍ତି। ଏଣୁ ଟି୨୦ ବିଶ୍ୱକପ୍‌ ଜିତିବାକୁ ସେ ଲକ୍ଷ୍ୟ ରଖିଛନ୍ତି। ଯଦି ଭାରତ ବିଶ୍ୱକପ୍‌ ଜିତିବାକୁ ସଫଳ ହୁଏ, ତେବେ କୋହଲି ନିଶ୍ୱାସ ନେବାକୁ ସୁଯୋଗ ପାଇବେ। କେତେ ଦିନ ଆଉ ଅଧିନାୟକତ୍ୱ ତୁଲାଇବାକୁ ଚାହାନ୍ତି, ତାହା ଉପରେ ମଧ୍ୟ ନିଷ୍ପତ୍ତି ନେଇପାରନ୍ତି। ବଡ଼ ଅଧିନାୟକଙ୍କ ତାଲିକାରେ ତାଙ୍କ ନାମ ଆସୁଛି। କିନ୍ତୁ ତାଙ୍କ ପାଖରେ ଆଇସିସି ଟ୍ରଫି ନାହିଁ ବୋଲି କରିମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri