Posted inଖେଳ

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା ବେଳେ ଅକ୍ଷର ପଟେଲଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି। ଏହି ଟୁର୍ନାମେଣ୍ଟ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ ଏବଂ ଭାରତୀୟ ଦଳର ପ୍ରଥମ ମ୍ୟାଚ ଆମେରିକା ବିପକ୍ଷରେ ହେବ। ବିଶ୍ୱକପରେ ମୋଟ ୨୦ଟି ଦଳ ଅଂଶଗ୍ରହଣ କରୁଛନ୍ତି, ସେମାନଙ୍କୁ ଚାରିଟି ଗ୍ରୁପରେ ବିଭକ୍ତ କରାଯାଇଛି। ଭାରତୀୟ ଦଳ ଗ୍ରୁପ A ରେ ଅଛି, ଯେଉଁଥିରେ ନାମିବିଆ, ନେଦରଲ୍ୟାଣ୍ଡ, ଆମେରିକା ଏବଂ ପାକିସ୍ତାନ ଅନ୍ତର୍ଭୁକ୍ତ।

ଭାରତୀୟ ଦଳ : ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଅଭିଷେକ ଶର୍ମା, ହର୍ଷିତ ରାଣା, ସଞ୍ଜୁ ସାମସନ, ଅର୍ଶଦୀପ ସିଂ, ତିଳକ ଭର୍ମା, କୁଲଦୀପ ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ବରୁଣ ଚକ୍ରବର୍ତ୍ତୀ, ଶିବମ ଦୁବେ, ଅକ୍ଷର ପଟେଲ (ଉପ-ଅଧିନାୟକ), ଇଶାନ କିଶାନ, ରିଙ୍କୁ ସିଂ, ଓ୍ବାଶିଂଟନ ସୁନ୍ଦର, ଜସପ୍ରୀତ ବୁମ୍‌ରା, ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?