ସୁଇମିଂକୁ ଡରନ୍ତି ତାପସୀ!

ମୁମ୍ବାଇ: ବଲିଉଡ୍‌ର ଚୁଲବୁଲି ନାୟିକା ତାପସୀ ପନ୍ନୁ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ନିକଟରେ ସେ ତାଙ୍କର ଏକ ଫଟୋ ଶେୟାର କରି ବିଗତ ଦିନର ଅନୁଭୂତି ସମ୍ପର୍କରେ କହିଛନ୍ତି। ଅସଲରେ ସେ ସୁଇମିଂ କରିବାକୁ ଖୁବ୍‌ ଭୟ କରନ୍ତି। ସେ ଯେତେବେଳେ ଛୋଟ ଥିଲେ ସେତେବେଳେ ସେ ସୁଇମିଂ ପୁଲ୍‌ରେ ବୁଡୁ ବୁଡୁ ବଞ୍ଚି ଯାଇଥିଲେ। ଆଉ ତା’ପରଠାରୁ ସେ ସୁଇମିଂ କରିବାକୁ ଭୟ କରନ୍ତି ବୋଲି କହିଛନ୍ତି। ତେବେ ଏକ ବିଜ୍ଞାପନର ଶୁଟିଂ ସମୟରେ ଶୁଇମିଂ ପୁଲରେ ନଜର ଆସିଛନ୍ତି ତାପସୀ। ଆଉ ଏହି ଫଟୋକୁ ନେଇ ସେ ଲେଖିଛନ୍ତି ଏବେ ସୁଇମିଂ ପୁଲରେ ସୁଇମିଂ କରିବା ମୋ ପାଇଁ ସାଧାରଣ କଥା। ହେଲେ ଅତିତରେ ଏମିତି ନ ଥିଲା। କାରଣ ସେ ବୁଡି ଯାଇଥିବାରୁ ସୁଇମିଂ କରିବାକୁ ଡରୁଥିଲେ। କିନ୍ତୁ ୯ ବର୍ଷ ପୂର୍ବେ ସେ ସୁଇମିଂ ଟ୍ରେନିଂ ନେଇଥିବାରୁ ଏବେ ତାଙ୍କୁ ଆଉ ପହଁରିବାକୁ ଭୟ ଲାଗୁନାହିଁ। ଯଦିଓ ସେ ଛୋଟ ପିଲାମାନଙ୍କ ସହ ସୁଇମିଂ ଶିକ୍ଷା କରିଛନ୍ତି ଏହା କିନ୍ତୁ ତାଙ୍କୁ କିଛି ଅଲଗା ଲାଗିନାହିଁ ବୋଲି କୁହନ୍ତି ଏହି ନାୟିକା। ତାଙ୍କ ମତରେ ଶିକ୍ଷାର କୌଣସି ବୟସ ନ ଥାଏ କେବଳ ଆଗ୍ରହ ଥିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଅନିଲଙ୍କ ଅକାଳ ବିୟୋଗ: ରୋଜଗାରିଆ ପୁଅକୁ ହରାଇ କାନ୍ଧୁଛନ୍ତି ମା’ ବାପା

ଗଞ୍ଜାମ,୨୦।୬(ବିଦ୍ୟାଧର ସାହୁ ): ଅଜଣା ଗାଡି ଧକ୍କାରେ ଚାଲିଗଲା ଜୀବନ । ରୋଜଗାରିଆ ପୁଅକୁ ହରାଇ ଚିନ୍ତାରେ ମା’ ବାପା । ଏଭଳି ଏକ ସମ୍ବେଦନଶୀଳ ଘଟଣା…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ବଢ଼ିଲା ଜନ ଅସନ୍ତୋଷ

ବରଗଡ଼,୨୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ କରି…

କାମ କରିବାକୁ ଯାଇ ସ୍ବାମୀ ନିଖୋଜ, ଖୋଜି ଆଣିବାକୁ ଜିଲା ପ୍ରଶାସନ ନିକଟରେ ଗୁହାରୀ କଲେ ସ୍ତ୍ରୀ

ଛତ୍ରପୁର,୨୦।୬(ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲା ବେଗୁନିଆପଡା ଥାନା ଅନ୍ତର୍ଗତ ପି. ନୂଆଗାଁ ଗ୍ରାମର ମହେନ୍ଦ୍ର ଦାସ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଫେରିନଥିବାରୁ ତାଙ୍କୁ ଖୋଜି…

ଝାନ୍‌ସୀଙ୍କ କମାଲ: ଜିଲା ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୦ା୬ (ଉତ୍ତମ କୁମାର ଦାଶ):ନୂଆଦିଲ୍ଲୀସ୍ଥିତ ସଂସଦ ଭବନର ସେଣ୍ଟ୍ରାଲ ହଲରେ ଗତ ୧୫ରୁ ୧୭ ତାରିଖ ଯାଏ ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ୨୦୨୬…

୧୨ରେ ବଦଳି, ୧୮ରେ ବାତିଲ: କଳାହାଣ୍ଡି ଶିକ୍ଷା ବିଭାଗରେ ବଦଳି ନାଟକ

ଭବାନୀପାଟଣା,୨୦ା୬(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ସରକାରୀ ନିୟମ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଚିଠିକୁ ବେଖାତିର କରି ମନମୁଖୀ କାର୍ଯ୍ୟ ଚାଲିଥିବା ଭଳି ଘଟଣା…

ଅଜଣା ରୋଗରେ ପୀଡିତ ଜୟଲାଲ, ସରକାରୀ ସହାୟତା ପାଇଁ ନିବେଦନ

ନୂଆପଡ଼ା,୨୦ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ପଞ୍ଚାୟତ ଧରମପୁର ଗଁାର ଜୟଲାଲ ଖର୍ସେଲ (୩୨) ଏକ ଅଜଣା ରୋଗରେ ପୀଡିତ ହୋଇ ଶଯ୍ୟାଶାୟୀ ଅଛନ୍ତି।…

ପିଏମ ସୂର୍ଯ୍ୟଘର: ଓଡ଼ିଶାର ପ୍ରଥମ ସୋଲାର ଦିଦି ବ୍ୟାଚ୍‌ର ପ୍ରଶିକ୍ଷଣ ସମ୍ପନ୍ନ

ଭୁବନେଶ୍ୱର, ୨୦।୬: ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ) ପକ୍ଷରୁ କଟକସ୍ଥିତ ଟାଟା ପାୱାର ସ୍କିଲ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ (ଟିପିଏସଡିଆଇ)ରେ ପିଏମ ସୂର୍ଯ୍ୟଘର: ମୁଫ୍ତ…

ବୈଜ୍ଞାନିକଙ୍କ ଚେତାବନୀ: ଓଡ଼ିଶାରୁ ଲୋପ ପାଇଯାଇପାରନ୍ତି ‘ନୀଳରକ୍ତ କଙ୍କଡ଼ା’

କେନ୍ଦ୍ରାପଡ଼ା,୨୦ା୬ (ପି.ଟି.)ଓଡ଼ିଶା ଉପକୂଳରୁ ଆଗାମୀ ୮ ରୁ ୧୦ ବର୍ଷ ମଧ୍ୟରେ ବିରଳ‘ଘୋଡ଼ା ନାଲ କଙ୍କଡ଼ା’ ବା ‘ନୀଳରକ୍ତ କଙ୍କଡ଼ା’ ସମ୍ପୂର୍ଣ୍ଣ ରୂପେ ବିଲୁପ୍ତ ହୋଇଯାଇପାରନ୍ତି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri