ଖୁସି ଅଛନ୍ତି ତାପସି

ମୁମ୍ବାଇ: ବଲିଉଡ କିଙ୍ଗ ଖାଁ ଶାହାରୁଖ ବେଶ କିଛି ବର୍ଷର ବ୍ୟବଧାନ ପରେ ପୁଣିଥରେ ଫେରୁଛନ୍ତି ବଡ ପରଦାକୁ । ଆଉ ଦର୍ଶକଙ୍କୁ ବ୍ୟାକ ଟୁ ବ୍ୟାକ ୩ଟି ମୁଭି ଭେଟି ଦେଉଛନ୍ତି । ଏହା ହେଉଛି ପଠାନ, ଯବାନ ଓ ଡଙ୍କି । ଏବେ ତାଙ୍କ ପ୍ରଶଂସକଙ୍କ ମନୋରଞ୍ଜନ କରାଇବାକୁ ଶାହାରୁଖଙ୍କ ସହ ପ୍ରଥମ ଥର ନଜର ଆସିବେ ନାୟିକା ତାପସି ପନ୍ନୁ । ଯାହାକୁ ନେଇ ସେ ଖୁବ୍ ଏକ୍ସାଇଟେଡ ଅଛନ୍ତି । ଅଭିନେତ୍ରୀ ନିଜ କାଷ୍ଟିଙ୍ଗକୁ ନେଇ ଖୋଲାଖୋଲି କଥା ହୋଇଛନ୍ତି ।
ତାପସି କହିଛନ୍ତି ଫିଲ୍ମରେ ଏଣ୍ଟ୍ରି ମାରିବା କିଛି ଛୋଟ କଥା ନୁହେଁ । ହେଲେ କେହିତ ମୋ ଅଭିନୟକୁ ଦେଖି ମୋତେ ପସନ୍ଦ କରିଛନ୍ତି । ତେବେ ‘ଡଙ୍କି’ରେ ସେ ଶାହାରୁଖଙ୍କ ସହ ଅଭିନୟ କରୁଥିବାରୁ ଖୁବ ଖୁସିଥିବା ପ୍ରକାଶ କରିଛନ୍ତି । ତାପସି କହିଛନ୍ତି ମୋ ପାଇଁ ଶାହାରୁଖ ଖାଁ ହିନ୍ଦି ଫିଲ୍ମର ପରିଚୟ । ଆଉ ଏବେ ଗୋଟିଏ ଫ୍ରେମରେ ତାଙ୍କ ସହ ମୁଁ ଠିଆ ହେବି ଏହା ମୋ ପାଇଁ ସବୁଠାରୁ ବଡ ସୌଭାଗ୍ୟ । ଆଶା କରୁଛି କିଛି ଭୁଲ କରିବି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri