କୁଲ୍ ଅନ୍ଦାଜରେ କ୍ଲିନ ବୋଲ୍ଡ କରୁଛନ୍ତି ତାପସୀ

ମୁମ୍ବାଇ: ବଲିଉଡ୍ ମୁଭି ‘ରଶ୍ମି ରକେଟ’ର ପ୍ରଥମ ଗୀତ ‘ଘନି କୁଲ ଛୋରୀ’ ରିଲିଜ୍ ହୋଇଛି । ଅଭିନେତ୍ରୀ ତାପସୀଙ୍କ ଏହି ନୂଆ ଗୀତ ନବରାତ୍ରୀ ଉତ୍ସବର ଏକ୍ସାଇଟମେଣ୍ଟକୁ ଆହୁରି ବଢାଇ ଦେବ । ଅଭିନେତ୍ରୀ ତାଙ୍କ ନୂଆ ଗୀତରେ ବେଶ୍ କୁଲ୍ ଅନ୍ଦାଜରେ ନଜର ଆସିଛନ୍ତି । ତାପସୀଙ୍କ ପ୍ରଶଂସକ ତାଙ୍କର ଏହି ସ୍ପୋର୍ଟସ ଡ୍ରାମା ଫିଲ୍ମକୁ ବେଶ୍ ଉତ୍ସୁକତାର ସହ ଅପେକ୍ଷା କରି ରହିଛନ୍ତି । ସୂଚନାଯୋଗ୍ୟ, ମୁଭି ‘ରଶ୍ମି ରକେଟ’ର ପ୍ରିମିୟର ଜି୫ରେ ୧୫ ଅକ୍ଟୋବରରେ ହେବ । ଯେବେ ତାପସୀଙ୍କ ଅଭିନୀତ ଏହି ଫିଲ୍ମର ଫାଷ୍ଟ ଲୁକ୍ ରିଲିଜ୍ ହେଲା ସେବେଠାରୁ ଦର୍ଶକେ ଏହାକୁ ଅପେକ୍ଷା ରଖିଛନ୍ତି । ନିକଟରେ ମୁଭି ‘ରଶ୍ମି ରକେଟ’ର ଟ୍ରେଲର ଜି୫ର ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ରିଲିଜ୍ କରାଯାଇଥିଲା । ନୂଆ ଗୀତରେ ତାପସୀ ପାରମ୍ପରିକ ଅବତାରରେ ନଜର ଆସିବେ । ଲେହେଙ୍ଗା ସହ ଜୋତା ପିନ୍ଧିଥିବା ତାପସୀ ଏଥିରେ ଏକ ପ୍ରକାର ଏକ୍ସପିରିମେଣ୍ଟ କରୁଥିବା କୁହାଯାଉଛି । ଏହା ତାପସୀଙ୍କ ନବରାତ୍ରୀ ଡ୍ରେସ ଭଳି ଲାଗୁଛି । ଏହାର ଏକ ଭିଡିଓ ସେ ସୋସିଆଲ ମିଡିଆରେ ଶେୟାର କରି ଲେଖିଛନ୍ତି ଏହି ଗୀତ ଆପଣଙ୍କ ନବରାତ୍ରୀର ଏକସାଇଟମେଣ୍ଟକୁ ଫୁଲ ଫିଲ କରିବ । ଏହା ଶୁଣିବା ପରେ ନିଶ୍ଚିତ ଭାବେ ଆପଣଙ୍କ ଜୋସ୍ ବଢି ଯାଇଥିବା ବୋଲି ତାପସୀ ଲେଖିଛନ୍ତି । ଏହା ଏମିତି ଏକ ଗୀତ ଯାହା ଆପଣଙ୍କୁ ଡ୍ୟାନ୍ସ ଫ୍ଲୋରରେ ନାଚିବାକୁ ବାଧ୍ୟ କରିବ । କିଛି ଦିନ ପୂର୍ବରୁ ଏହାର ଟିଜର୍ ରିଲିଜ୍ ହୋଇଥିଲା । ଏହି ଗୀତରେ ତାପସୀଙ୍କ କୁଲ୍ ଅନ୍ଦାଜ ଦର୍ଶକଙ୍କୁ କ୍ଲିନ ବୋଲ୍ଡ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri