ଶୁଟିଂ ସେଟ୍‌ରେ ତାପସୀ

ମୁମ୍ବାଇ: ବଲିଉଡ୍ ନାୟିକା ତାପସୀ ପନ୍ନୁ ପୁଣିଥରେ ଶୁଟିଂ ସେଟ୍‌କୁ ଫେରିଛନ୍ତି । ଏପର୍ଯ୍ୟନ୍ତ ତାପସୀ ଯେତୋଟି ଫିଲ୍ମରେ ଅଭିନୟ କରିଛନ୍ତି ପ୍ରାୟ ସମସ୍ତ ଚରିତ୍ର ଖୁବ୍ ଧମାକାଦାର୍ । ଏଥର ବି ସେ ଏମିତି ଏକ ଚରିତ୍ରରେ ନଜର ଆସିବେ ବୋଲି ଜଣାପଡିଛି । ଫିଲ୍ମ ‘ରଶ୍ମୀ ରକେଟ’ରେ ତାପସୀ ଏକ ଆଥଲେଟ୍ ଚରିତ୍ରରେ ଦେଖାଦେବେ । ଅବଶ୍ୟ ଏଥିପାଇଁ ସେ ଖୁବ୍ ପରିଶ୍ରମ ବି କରିଛନ୍ତି । ଏବେ ଶୁଟିଂ ସେଟ୍‌ରୁ ତାପସୀ ଏକ ଫଟୋ ଶେୟାର କରିଛନ୍ତି ଯାହା କହୁଛି ସତରେ ଆଥ୍‌ଲେଟ ହେବାକୁ କେତେ ପରିଶ୍ରମ କରିବାକୁ ପଡିଥାଏ । ତାପସୀ ଏହି ଫିଲ୍ମକୁ ନେଇ ଖୁବ୍ ଆଶାବାଦୀ ଅଛନ୍ତି । କାରଣ ଏଥିପାଇଁ ସେ ନିଜକୁ ଖୁବ୍ ପ୍ରସ୍ତୁତ ବି କରିଛନ୍ତି । ବହୁ ପୂର୍ବରୁ ଏହାର ଶୁଟିଂ ହେବାକୁ ଥିବା ବେଳେ କରୋନା ମହାମାରୀ ଯୋଗୁ ଚାଲିଥିବା ଲକ୍ ଡାଉନ୍ କାରଣରୁ ଏହା ସ୍ଥଗିତ ରହିଥିଲା । ଏବେ କିନ୍ତୁ ରଶ୍ମୀ ରକେଟର ଶୁଟିଂ ଆରମ୍ଭ ହୋଇ ଯାଇଥିବାରୁ ତାପସୀ ପୁଣିଥରେ ଶୁଟିଂ ସେଟ୍‌କୁ ଫେରି ଆସିଛନ୍ତି ଓ ଖୁବ୍ ଆଗ୍ରହର ସହ କାମ ବି କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri