‘ସାବାସ ମିଠୁ’ ଟିଜରରେ ତାପସିଙ୍କ ଜବରଦସ୍ତ ଲୁକ

ମୁମ୍ବାଇ: ବଲିଉଡ ନାୟିକା ତାପସି ପନ୍ନୁ ଏବେ ତାଙ୍କ ଅପକମିଂ ଫିଲ୍ମ ‘ସାବାସ ମିଠୁ’ ପାଇଁ ଖୁବ୍ ଚର୍ଚ୍ଚାରେ ରହିଛନ୍ତି । ଏଥିରେ ସେ ମହିଳା ଇଣ୍ଡିଆନ କ୍ରିକେଟର ମିତାଲି ରାଜଙ୍କ ଭୂମିକାରେ ନଜର ଆସିବେ । ଦର୍ଶକେ ବଡ ଉତ୍ସୁକତାର ସହ ଫିଲ୍ମଟିକୁ ଅପେକ୍ଷା ରଖିଛନ୍ତି । ଇତିମଧ୍ୟରେ ଫିଲ୍ମର ଟିଜର ସାମ୍ନାକୁ ଆସିଛି । ଟିଜରରେ ତାପସି ମିତାଲି ରାଜଙ୍କ ଲୁକରେ ପରଫେକ୍ଟ ଲାଗୁଛନ୍ତି । ତେବେ ଏହା ତାଙ୍କ ପ୍ରଶଂସକଙ୍କ ପାଇଁ କଛି ଗୁଡ ନ୍ୟୁଜଠାରୁ କମ୍ ନୁହେଁ ।
୫୬ ସେକେଣ୍ଡର ଏହି ଟିଜରର ଆରମ୍ଭ କ୍ରିକେଟ ଫିଲ୍ଡରୁ ହେଉଛି । ଟିଜରଟି ଦର୍ଶକଙ୍କୁ ବେଶ ପସନ୍ଦ ଆସିଥିବା ବେଳେ ସମସ୍ତେ ତାପସିଙ୍କୁ ଖୁବ୍ ପ୍ରଶଂସା ବି କରୁଛନ୍ତି । ଅଭିନେତ୍ରୀ ବି ଟିଜରଟିକୁ ସୋସିଆଲ ମିଡିଆରେ ଜବରଦସ୍ତ କ୍ୟାପଶନ ସହ ଶେୟାର କରିଛନ୍ତି । ‘ସାବାସ ମିଠୁ’ର ନିର୍ଦ୍ଦେଶନା ଶ୍ରୀଜିତ ମୁଖାର୍ଜୀ ଦେଇଥିବା ବେଳେ ଏହା ଇଣ୍ଡିଆନ ଓମେନ କ୍ରିକଟର ମିତାଲି ରାଜଙ୍କ ଜୀବନି ଉପରେ ନିର୍ମାଣ କରାଯାଇଛି । ବହୁ ଉତ୍ଥାନ ପତନ ପରେ ବି ମିତାଲି କିଭଳି ହାରି ଯାଇ ନାହାନ୍ତି ତାହା ଏଥିରେ ଦର୍ଶାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri