ଆଉ ନାହାନ୍ତି ଅଭିନେତା ସୁନୀଲ ହୋଲକର୍‌

ବମ୍ବେ: ଆଉ ନାହାନ୍ତି ‘ତାରକ ମେହେତା କା ଉଲଟା ଚଷମା’ ଫେମ ଅଭିନେତା ସୁନୀଲ ହୋଲକର। ୪୦ ବର୍ଷ ବୟସରେ ତାଙ୍କର ନିଧନ ହୋଇଛି। ଦୀର୍ଘଦିନରୁ ସେ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଥିଲେ। ଏହି ଖବର ଜଣାପଡ଼ିବା ପରେ ମନୋରଞ୍ଜନଜଗତରେ ଶୋକର ଛାୟା ଖେଳିଯାଇଛି।

ଜାନୁୟାରୀ ୧୨ରେ ସୁନୀଲଙ୍କ ନିଧନ ହୋଇଥିବା ବେଳେ ଶୁକ୍ରବାର ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ଶେଷ ଥର ଲାଗି ତାଙ୍କୁ ଜାତୀୟ ପୁରସ୍କାର ବିଜେତା ଫିଲ୍ମ ‘ଗୋଷ୍ଟ ଏକା ପୈଠାଣାଚୀ’ରେ ଦେଖାଯାଇଥିଲା।

ସୁନୀଲ ୧୨ ବର୍ଷ ବୟସରେ ଥିଏଟର ସହ ଯୋଡ଼ି ହୋଇଥିଲେ। ସେ ଅନେକ ଟେଲିଭିଜନ ଧାରାବାହିକ ସହ ହିନ୍ଦୀ ଏବଂ ମରାଠୀ ଫିଲ୍ମରେ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri