Posted inଖେଳ

ଅବସର ନେବା ବୟସରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କଲେ ପେସର

ହରାରେ, ୭ା୫ : ଯେଉଁ ବୟସରେ ପ୍ରାୟ କ୍ରିକେଟର ଅବସର ଘୋଷଣା କରନ୍ତି, ସେହି ବୟସରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି ପାକିସ୍ତାନ ପେସର ତାବିଶ ଖାଁ। ଏଠାରେ ଜିମ୍ବାଓ୍ବେ ବିପକ୍ଷରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ପଦାର୍ପଣ ସୁଯୋଗ ପାଇଛନ୍ତି ୩୬ ବର୍ଷୀୟ ତାବିଶ। ଆଧୁନିକ କ୍ରିକେଟରେ ପଦାର୍ପଣ କରିବାରେ ସେ ପାକିସ୍ତାନର ବୟୋଜ୍ୟେଷ୍ଠ ବୋଲର।

ତାଙ୍କୁ ଦଳର ମୁଖ୍ୟ କୋଚ୍‌ ମିଶବା ଉଲ ହକ୍‌ ଟେଷ୍ଟ କ୍ୟାପ ପ୍ରଦାନ କରିଥିଲେ। ପ୍ରଥମ ଶ୍ରେଣୀ କ୍ୟାରିୟରର ଆରମ୍ଭ କରିବାର ଦୀର୍ଘ ୧୮ ବର୍ଷ ପରେ ତାଙ୍କୁ ମିଳିଛି ଟେଷ୍ଟ ପଦାର୍ପଣ ସୁଯୋଗ। ପ୍ରଥମ ଶ୍ରେଣୀ କ୍ରିକେଟରେ ୧୩୭ ମ୍ୟାଚ୍‌ ଖେଳିଥିବା ତାବିଶଙ୍କ ନାମରେ ରହିଛି ୫୯୮ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାମିଙ୍କୁ ନେଇ ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ,୫।୧୦: ଦଳକୁ କେବେ ଫେରିବେ ମହମ୍ମଦ ଶାମି, ଏହା ଉପରେ କ୍ରିକେଟ ପ୍ରଶଂସକଙ୍କ ନଜର। କାରଣ ଆସନ୍ତା ମାସ ଭାରତୀୟ ଟିମ୍‌ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ।...

ହାତରେ ନୂଆ ଟାଟୁ କଲେ ରିଙ୍କୁ ସିଂ: ୫ ଛକା ସହ ଅଛି କନେକ୍ସନ

ନୂଆଦିଲ୍ଲୀ,୫।୧୦: ନିକଟରେ ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ହାତରେ ଏକ ଟାଟୁ କରିଛନ୍ତି। ଏହି ଟାଟୁରେ ସେ ‘ଗଡ୍‌ସ ପ୍ଲାନ୍‌’ ଲେଖିଛନ୍ତି। ରିଙ୍କୁ...

ବୀରେନ୍ଦ୍ର ସେହଓ୍ବାଗଙ୍କୁ କିଏ ଡ୍ରେସିଂ ରୁମରେ ପିଟିଥିଲେ, କଲାର ଧରି…

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବିରେନ୍ଦ୍ର ସେହୱାଗ ସବୁ ସମୟରେ ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିବେଚିତ ହୋଇଛନ୍ତି। ସବୁବେଳେ ପଡ଼ିଆରେ ରିସ୍କ...

କୋହଲି ନୁହନ୍ତି, ମଇଦାନରେ ଟିମ୍‌ ଇଣ୍ଡିଆର ଏହି ଖେଳାଳି ସ୍ଲେଜିଂ ମାଷ୍ଟର; ଗୁମର ଖୋଲିଲେ ଅଷ୍ଟ୍ରେଲୀୟ…

ନୂଆଦିଲ୍ଲୀ,୫।୧୦: ବିଗତ କିଛି ବର୍ଷ ମଧ୍ୟରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟରେ ପ୍ରତିଦ୍ୱନ୍ଦ୍ୱିତା ରୋମାଞ୍ଚର ଖୋରାକ ଯୋଗାଉଛି। ଖେଳର ତିନୋଟି ଫର୍ମାଟରେ ଉଭୟ ଟିମ୍‌ ବିଶ୍ୱର ଶ୍ରେଷ୍ଠ କ୍ରିକେଟ...

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ: ସବୁଠୁ ବଡ଼ ପରାଜୟ

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ନ୍ୟୁଜିଲାଣ୍ଡ ଭାରତକୁ ୫୮ ରନରେ ପରାସ୍ତ କରିଛି। ଏହି ପରାଜୟ...

ଲାଇଭ୍‌ ମ୍ୟାଚ୍‌ ସମୟରେ ରାଗିଗଲେ ଅଧିନାୟକ: ଅମ୍ପାୟାରଙ୍କ ସହ କଲେ ଝଗଡ଼ା

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପରେ ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚରେ ଏକ ମଜାଦାର ଘଟଣା ଘଟିଛି। ଭାରତୀୟ ଅଧିନାୟକ ହରମାନପ୍ରୀତ କୌର ଅମ୍ପାୟାରଙ୍କ ସହ ଝଗଡା କରିଥିଲେ।...

ସର୍ଭେରେ ଖୁଲାସା: ଧୋନୀଙ୍କ ସିଏସ୍‌କେ ନା ରୋହିତଙ୍କ ଏମ୍‌ଆଇ, ଜାଣନ୍ତୁ କିଏ ଆଇପିଏଲର ସବୁଠାରୁ ଲୋକପ୍ରିୟ ଟିମ୍‌

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ, ପ୍ରତ୍ୟେକ ଦଳର ପ୍ରଶଂସକମାନେ ସେମାନଙ୍କ ଦଳକୁ ସବୁଠାରୁ ଲୋକପ୍ରିୟ ବୋଲି ବିବେଚନା କରନ୍ତି, କିନ୍ତୁ ନିକଟରେ ହୋଇଥିବା ଏକ...

ମହିଳା ଟି ୨୦ ବିଶ୍ୱକପରେ ଦୁର୍ଘଟଣା, ଗୁରୁତର ଆହତ ହେଲେ ଖେଳାଳି

ନୂଆଦିଲ୍ଲୀ,୫।୧୦: ଶୁକ୍ରବାର ୱେଷ୍ଟଇଣ୍ଡିଜ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଆଇସିସି ମହିଳା ଟି -୨୦ ବିଶ୍ୱକପ୍ର ତୃତୀୟ ମ୍ୟାଚରେ ଏକ ଦୁର୍ଘଟଣା ଘଟିଛି। ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri