ଓଟିଟି ପ୍ଲାର୍ଟଫର୍ମରେ ରିଲିଜ୍‌ ହେବ ଫିଲ୍ମ‘ତଡପ’

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆହାନ ଶେଟ୍ଟୀ-ତାରା ସୂତରିଆଙ୍କ ଅଭିନୀତ ଫିଲ୍ମ‘ତଡପ’ ଡିସେମ୍ବର ୩ରେ ପ୍ରେକ୍ଷାଳୟରେ ରିଲିଜ୍‌ ହୋଇଥିଲା। କିନ୍ତୁ ଫିଲ୍ମଟି ବକ୍ସ ଅଫିସରେ ପ୍ରଭାବ ପକାଇବାରେ ବିଫଳ ହୋଇଥିଲା। ବର୍ତ୍ତମାନ ଏହି ରୋମାଣ୍ଟିକ୍‌ ଆକ୍ସନ ଫିଲ୍ମଟି ଜାନୁଆରୀ ୨୮ରେ ଓଟିଟି ପ୍ଲାର୍ଟଫର୍ମରେ ରିଲିଜ୍‌ ହେବାକୁ ଯାଉଛି। ଫିଲ୍ମଟି ୨୦୧୮ ତେଲୁଗୁ ହିଟ୍‌ ଫିଲ୍ମ ଆର୍‌ଏକ୍ସ-୧୦୦ର ଏହା ହେଉଛି ହିନ୍ଦୀ ରିମେକ୍‌। ଯେଉଁଥିରେ ଆହାନ-ତାରାଙ୍କୁ ଦେଖିବାକୁ ମିଳିଥିଲା। ଯାହା ଏବେ ଡିିଜ୍‌ନି + ହଟଷ୍ଟାରରେ ପ୍ରିମିୟର୍‌ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri