ଉତ୍କଳୀୟ କାରିଗରଙ୍କ ସୂକ୍ଷ୍ମ ଭାସ୍କର୍ଯ୍ୟର ପ୍ରତୀକ ‘କୋଣାର୍କ’:ଜାଣନ୍ତୁ କିଛି ଆଶ୍ଚର୍ଯ୍ୟକର ତଥ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଉତ୍କଳୀୟ ସ୍ଥାପତ୍ୟ କଳାର ଚରମ ନିଦର୍ଶନ। ତ୍ରୟୋଦଶ ଶତାବ୍ଦୀର ଏହି କୀର୍ତ୍ତିରାଜି ଏକ ଦୁର୍ମୂଲ୍ୟ ତଥା ଦୁଃସାଧ୍ୟ ବିଭବ ଭାବରେ ପ୍ରତୀୟମାନ ହୁଏ। ଉତ୍କଳୀୟ କାରୀଗରମାନଙ୍କ ଶକ୍ତି, ସାହସ ଓ କାର୍ଯ୍ୟଦକ୍ଷତା ବିଶାଳକାୟ ସୂର୍ଯ୍ୟମନ୍ଦିରର ସୂକ୍ଷ୍ମ ଭାସ୍କର୍ଯ୍ୟରୁ...