ୀ୦

ବ୍ଲାଷ୍ଟିଂ କରି ମାଛ ଧରିବାକୁ ବିରୋଧ

ସୋନପୁର,୨।୧୧(ନି.ପ୍ର.): ମହାନଦୀରୁ ମାଛ, ଚିଙ୍ଗୁଡି ଧରିବା ପାଇଁ ଚାଲିଛି ବେଆଇନ ବ୍ଲାଷ୍ଟିଂ ଓ କୀଟନାଶକ ପ୍ରୟୋଗ। ମୁଷ୍ଟିମେୟ ଅଣପାରମ୍ପରିକ ମତ୍ସ୍ୟଜୀବୀ ସୁବିଧାରେ ମାଛ ଧରିବା ପାଇଁ ନଦୀଗର୍ଭରେ ଡିନାମାଇଟ୍‌…

3 years ago