କୋଣାର୍କ ସୂର୍ଯ୍ୟମନ୍ଦିର ଉତ୍କଳୀୟ ସ୍ଥାପତ୍ୟ କଳାର ଚରମ ନିଦର୍ଶନ। ତ୍ରୟୋଦଶ ଶତାବ୍ଦୀର ଏହି କୀର୍ତ୍ତିରାଜି ଏକ ଦୁର୍ମୂଲ୍ୟ ତଥା ଦୁଃସାଧ୍ୟ ବିଭବ ଭାବରେ ପ୍ରତୀୟମାନ ହୁଏ। ଉତ୍କଳୀୟ…