ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ… ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ ବିମାନ ରନୱେରୁ ଖସି ସମୁଦ୍ର କୂଳରେ ଅଟକି ଯାଇଥିଲା। ସୌଭାଗ୍ୟବଶତଃ, ବିମାନରେ ଥିବା…