ଧର୍ମଶାଳା,୬ା୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥରେ କୁଆଖିଆ ଥାନା ଅଧୀନ ମୂଳାପାଳ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।…