ଡୋପ୍ ଟେଷ୍ଟରେ ବିଫଳ: ସଞ୍ଜିବନୀ ସସ୍ପେଣ୍ଡ
ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଗତବର୍ଷ ଡୋପ୍ ଟେଷ୍ଟରେ ବିଫଳ ହୋଇଥିବାରୁ ଭାରତର ଲଙ୍ଗ୍ ଡିଷ୍ଟାନ୍ସ ଧାବିକା ସଞ୍ଜିବନୀ ଯାଦବଙ୍କୁ ସାମୟିକ ସସ୍ପେଣ୍ଡ କରାଯାଇଛି। ଗତବର୍ଷ ନଭେମ୍ବରରେ ଜାତୀୟ ଆନ୍ତଃ ରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ଡୋପ୍ ଟେଷ୍ଟ ହୋଇଥିଲା। ସଞ୍ଜିବନୀଙ୍କଠାରୁ ସଂଗ୍ରହ କରାଯାଇଥିବା...
୨ କାର ମୁହାଁମୁହିଁ ଧକ୍କା : ସ୍ବାମୀ, ସ୍ତ୍ରୀଙ୍କ ଜୀବନ ଗଲା, ୪ ଗୁରୁତର
ଭାପୁର,୨୨।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ପୁରୁଣା କଟକ-ସମ୍ବଲପୁର ରାସ୍ତାର ଜରିପାଳ ନିକଟରେ ଶନିବାର ଅପରାହ୍ନରେ ୨ଟି କାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ପ୍ରତାପ ଚନ୍ଦ୍ର ପଟ୍ଟନାୟକ(୭୩) ଓ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ...


