ସୁଭଦ୍ରା ଟଙ୍କା ପାଇଁ କୋଟିଏ ମହିଳା କଲେଣି ଆବେଦନ ଭୁବନେଶ୍ୱର,୭।୧୦: ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ…