ମାତ୍ର ୧ ରନକୁ ନେଇ ହଟ୍ଟଗୋଳ; ବିସିସିଆଇ (BCCI) ନିକଟରେ ଅଭିଯୋଗ ଜଣାଇଲା ଦଳ ଜାଣନ୍ତୁ ପ୍ରକୃତ ଘଟଣା କ’ଣ
ନୂଆଦିଲ୍ଲୀ,୨୭।୧୦: ଭାରତୀୟ କ୍ରିକେଟରେ ଏକ ଅଦ୍ଭୁତ ବିବାଦ ସାମ୍ନାକୁ ଆସିଛି। ଏହି ଘଟଣାଟି ଏକ ‘ଅଣ୍ଡର-୧୯’ (Under-19) ଟୁର୍ଣ୍ଣାମେଣ୍ଟ ସମୟରେ ଘଟିଛି, ଯେଉଁଠାରେ ମାତ୍ର ଗୋଟିଏ ରନକୁ ନେଇ ବିବାଦ ସୃଷ୍ଟି ହୋଇଛି। ମଙ୍ଗଳବାର ନାଗପୁରରେ ଝାଡ଼ଖଣ୍ଡ ଏବଂ ଉତ୍ତରାଖଣ୍ଡର ‘ଅଣ୍ଡର-୧୯’…

