ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍ ବ୍ରେକର) ଯୋଗୁ ଯାତାୟାତରେ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଅଭିଯୋଗ ହେଉଛି। ଉକ୍ତ ହମ୍ପ୍ସ…