ଭୁଶୁଡୁଛି ମାଓବାଦୀଙ୍କ ଗଡ଼, ଏକାଥରେ ଆତ୍ମସମର୍ପଣ କଲେ ୧୦ ଦୁର୍ଦ୍ଦାନ୍ତ…. ଫୁଲବାଣୀ,୧୧।୩(ରାକେଶ କୁମାର ରାଉତ): ଫୁଲବାଣୀ ରିଜର୍ଭ ପୋଲିସ୍ ପଡ଼ିଆରେ ଆତ୍ମସମର୍ପଣ କଲେ ୧୦ ମାଓବାଦୀ । ପାଖେଇ ଆସୁଛି ମାର୍ଚ୍ଚ ୩୧ ତାରିଖ। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡିଶା ଆସି ଫେରି ଯାଇଛନ୍ତି । ପୋଲିସ ମାଓବାଦୀ…