ରାଜଯୋଗ ସହ ବଡ଼ ଗ୍ରହଙ୍କ ସଂଯୋଗ: ଆଜିଠୁ ମେଷ ସମେତ ୫ ରାଶିଙ୍କ ଉପରେ ବର୍ଷିବ ଧନ, ମିଳିବ ବଡ଼ ସଫଳତା ଭୁବନେଶ୍ୱର: ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୧୦ ତାରିଖ ଅନେକ ଶୁଭ ଯୋଗ-ସଂଯୋଗ ନେଇ ଆସୁଛି। ଭାଦ୍ରବ ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ତିଥି ଓ ଗୁରୁବାରର ଏହି ଦିନରେ ପିଠୋରୀ ଅମାବାସ୍ୟା ସହ ଦର୍ଶ ଅମାବାସ୍ୟାର ସଂଯୋଗ ରହିଛି। ଏହାସହ ମଘା…