ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା
ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା ବିପକ୍ଷ ସେମି-ଫାଇନାଲ ମ୍ୟାଚରେ, ଏକ କଷ୍ଟକର ପିଚ ଉପରେ ଇଶାନ ୮୦ ରନର…

