ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ ବିଷ ଦେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ପ୍ରକାଶଥାଉକି, ପୂର୍ବରୁ ତେଲେଙ୍ଗାନାରେ ହିଁ...