E100 ଇନ୍ଧନକୁ ସରକାରଙ୍କ ମଞ୍ଜୁରୀ, ଏହି ଗାଡ଼ିରେ ହେବ ବ୍ୟବହାର
ନୂଆଦିଲ୍ଲୀ,୨୬।୧୦: ଭାରତରେ ଇଥାନଲ୍ ମିଶ୍ରିତ ଇନ୍ଧନର ବ୍ୟବହାରକୁ ଆହୁରି ବଢ଼ାଇବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ସୋମବାର କେନ୍ଦ୍ରୀୟ ମୋଟର ଯାନ ନିୟମରେ ସଂଶୋଧନ ଘୋଷଣା କରାଯାଇଛି ।…

