୧୦୭ ବର୍ଷର ରେକର୍ଡ ଭାଙ୍ଗିଲା ମୁମ୍ବାଇ ବର୍ଷା ମୁମ୍ବାଇ, ୨୭।୫: ସଅଳ ମୌସୁମୀ ସହ ଲଗାଣ ବର୍ଷା ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଜନଜୀବନକୁ ପ୍ରଭାବିତ କରିଛି। ଚଳିତ ମାସରେ ମୁମ୍ବାଇରେ ହୋଇଥିବା ବର୍ଷା ୧୦୭ ବର୍ଷର ରେକର୍ଡ ଭାଙ୍ଗିଛି। ଲଗାଣ ବର୍ଷା ଯୋଗୁ ସୋମବାର ସହରର ଅନେକ ଅଞ୍ଚଳ...