୩ ବାର୍ହାଙ୍କ ମୃତଦେହ ଜବତ, ୧୧ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ ଦେବଗଡ଼,୭ା୧୧(ଶଶାଙ୍କ ଶେଖର ଝାଙ୍କର): ବନ ବିଭାଗ ପକ୍ଷରୁ ରାତ୍ର କାଳୀନ ପାଟ୍ରୋଲିଂ ଚାଲିଥିବାବେଳେ ଦେବଗଡ଼ ବନଖଣ୍ଡ ତଥା ଦେବଗଡ଼ ବନାଞ୍ଚଳ ଓ ଦେବଗଡ଼ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସୁନାମୁଣ୍ଡା ଖସଡ଼ା ଜଙ୍ଗଲରୁ ୩ଟି ଜଙ୍ଗଲୀ ବାର୍ହାଙ୍କର ମୃତଦେହ ଜବତ କରାଯାଇଛି। ସେହିପରି…