୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା। ବଙ୍ଗଳାରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଘଟଣା ଯେ…