ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍ ମାଡ଼ିଯାଇ ୧୨ ଶ୍ରଦ୍ଧାଳୁ ମୃତ, ୩୯ ଆହତ
ଭୋପାଳ,୧୮ା୧୦: ମଧ୍ୟପ୍ରଦେଶ ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୧୨ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବାବେଳେ ୩୯ ଜଣ ଆହତ ହୋଇଛନ୍ତି। ଶୀତଳା ମା’ ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମନ୍ଦିର ନିକଟରେ ଶ୍ରଦ୍ଧାଳୁ…

