ଭୋପାଳ,୧୮ା୧୦: ମଧ୍ୟପ୍ରଦେଶ ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୧୨ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବାବେଳେ ୩୯ ଜଣ ଆହତ ହୋଇଛନ୍ତି। ଶୀତଳା ମା’ ମନ୍ଦିର ନିକଟରେ…